Posted inଫୁରସତ

ଉଲ୍‌କାପିଣ୍ଡରେ ଜଳ

ଲଣ୍ଡନ: ବିଶେଷଜ୍ଞମାନେ ଉଲ୍‌କାପିଣ୍ଡ ଖଣ୍ଡରୁ ଜଳର ସନ୍ଧାନ କରିଛନ୍ତି। ଗତବର୍ଷ ଫେବୃୟାରୀରେ ବ୍ରିଟେନ୍‌ର ଗ୍ଲୋସେଷ୍ଟରସିର ଟାଉନ୍‌ର ସଡ଼କରେ ଏହି ଉଲ୍‌କାପିଣ୍ଡର କିଛି ଅଂଶ ପଡ଼ିଥିଲା। ତେବେ ଏହି ଉଲ୍‌କାପିଣ୍ଡରୁ ଜଳ କେଉଁଠାରୁ ଆସିଲା ସେ ନେଇ ବିଶେଷଜ୍ଞ ଟିମ୍‌ର ଅଧ୍ୟୟନ ଜାରି ରହିଛି। ନାଚୁରାଲ ହିଷ୍ଟ୍ରି ମ୍ୟୁଜ୍ରପ୍ଲାନେଟାରି ମ୍ୟାଟେରିଆଲ ଗ୍ରୁପ୍‌ର ବିଶେଷଜ୍ଞ ଆଶଲି କିଙ୍ଗ କହିଛନ୍ତି, ଉଲ୍‌କାପିଣ୍ଡର ୧୨% ଭାଗରେ ଜଳର ଅବସ୍ଥିତି ରହିଛି। ଉଲ୍‌କାପିଣ୍ଡରୁ ମିଳିଥିବା ଜଳ ଏବଂ ପୃଥିବୀରେ ଥିବା ଜଳ ମଧ୍ୟରେ ଖୁବ୍‌ ବେଶୀ ସାମଞ୍ଜସ୍ୟ ରହିଛି। ବୃହସ୍ପତି ନିକଟରେ ଉତ୍ପନ୍ନ ହୋଇଥିବା ଉଲ୍‌କାପିଣ୍ଡର ଏହା ଅଂଶବିଶେଷ। ୪.୬ ବିଲିୟନ୍‌ ବର୍ଷ ତଳେ ଏହା ତିଆରି ହୋଇଥିବାବେଳେ ପୃଥିବୀ ପୃଷ୍ଠକୁ ଆସିବା ଲାଗି ଏହି ଉଲ୍‌କାପିଣ୍ଡକୁ ୧ ଲକ୍ଷ ବର୍ଷ ସମୟ ଲାଗିଥିବା ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

‘ମଦ ପିଇ ସ୍କୁଲ ଆସୁଥିଲେ ପ୍ରଧାନଶିକ୍ଷକ’, ଅଭିଜିତ ଦୀପକେଙ୍କ ଚେତାବନୀ ପରେ…

ନୂଆଦିଲ୍ଲୀ, ୧୮।୮: କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ‘ସ୍କୁଲ ଠିକ କର’ ଅଭିଯାନ ଚଳାଉଛି। ଏହି ମଧ୍ୟରେ ମହାରାଷ୍ଟ୍ରର ହିଙ୍ଗୋଲି ଜିଲାର ଏକ ସ୍କୁଲରେ…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri