ହ୍ୟାଣ୍ଡବଲ ପଡ଼ିଆରେ ଜମୁଛି ପାଣି

କେନ୍ଦୁଝର, ୧୨।୧୨ (ସ୍ବ.ପ୍ର.)  କେନ୍ଦୁଝର ଜିଲା ମୁଖ୍ୟାଳୟରେ ପ୍ରାୟ ସାଢେ ତିନି କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ପ୍ରଥମ ସେନ୍ଥେଟିକ ହ୍ୟାଣ୍ଡବଲ ପଡିଆ ନିର୍ମାଣ ହୋଇଛି। ତେବେ ପଡ଼ିଆଟି ସମତଳ ନ ଥିବାରୁ ସାମାନ୍ୟ ବର୍ଷା ହେଲେ ବିଭିନ୍ନ ସ୍ଥାନରେ ପାଣି ଜମୁଥିବାରୁ ଖରାପ ହେବା ସମ୍ଭାବନା ରହୁଛି ା ଏହି ପଡ଼ିିଆ ରକ୍ଷଣାବେକ୍ଷଣ ପାଇଁ ଯଦିଓ ଜଣେ କର୍ମଚାରୀ ନିୟୋଜିତ ଅଛନ୍ତି। ଏହା ଖୋଲା ପଡିଆ ହୋଇଥିବାରୁ ବର୍ଷା ଦିନରେ ପାଣି ଓ ଅନ୍ୟ ଦିନରେ ଧୂଳି ପଡ଼ିବା ସମ୍ଭାବନା ରହିଛି ା ଏଣୁ ପଡ଼ିଆର ପୃଷ୍ଠ ଭାଗଟିକୁ ଠିକ ଭାବରେ ସମତଳ କରାଯାଇ ନ ଥିବାରୁ ବର୍ଷା ହେଲେ ବା ପାଣିରେ ଧୋଇ ସଫେଇ କଲେ ପାଣି ଜମି ରହିବ। ତେବେ ପାଣି ଜମି ରହିଲେ ପଡ଼ିଆର କାୈଣସି କ୍ଷତି ହେବ ନାହିଁ ବୋଲି ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା କର୍ମଚାରୀ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri