ବୁଗୁଡ଼ା,୨୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ୨ କେନାଲ ଦେଇ ଜଳ ଛଡ଼ା ହୋଇଛି। ଖରିଫ ଚାଷ ପାଇଁ ୨ କେନାଲ ଦେଇ ଏହି ଜଳ ଛଡ଼ା ଯାଇଥିବା ଜଣାପଡ଼ିଛି। କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନଙ୍କ ଉପସ୍ଥିତିରେ ସକେନାରୁ ଛଡ଼ା ହୋଇଛି। ଗତ ସପ୍ତାହରେ ବୁଗଡ଼ା ଜଳସେଚନ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଅନୁଯାୟୀ ଜଳଭଣ୍ଡାରର ବାମ ଓ ଡାହାଣ କେନାଲ ଗେଟ୍ ଦେଇ ଛଡାଯାଇଥିବା କାର୍ଯ୍ୟ ର୍ନିବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ
ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...
ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର
କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...
ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ
କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...
ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ
ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
Archives


