ରେଙ୍ଗାଳି ଡ୍ୟାମ୍‌ରେ ଜଳସ୍ତର ବୃଦ୍ଧି

କଣିହାଁ,୨୨।୮ (ଡି.ଏନ.ଏ.): ବ୍ରାହ୍ମଣୀ ନଦୀର ଉପର ମୁଣ୍ଡରେ ବର୍ଷା ଯୋଗୁ କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଜଳଭଣ୍ଡାର ସର୍ବୋଚ୍ଚ ଜଳଧାରଣ କ୍ଷମତା ୧୨୪ ମିଟର। ଖବରଲେଖା ସୁଦ୍ଧା ପାଣି ୧୨୦ ମିଟର ପାର୍‌ କରିଛି। ୧୨୧ ମିଟରରୁ ଜଳସ୍ତର ଅଧିକ ହେଲେ ଗେଟ ଖୋଲାଯିବ। ତେଣୁ ରବିବାର ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ମାଇକ ଯୋଗେ ସତର୍କ କରାଯାଇଛି। କୌଣସି ମୁହୂର୍ତ୍ତରେ ଗେଟ ଖୋଲା ଯାଇପାରେ ବୋଲି ରେଙ୍ଗାଳି ଥାନା ଆଇଆଇସି ଅନାମ ଲାକ୍ରା, ଗେଟ୍‌ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାନ୍ତ ବାର ସ୍ଥାନାନ୍ତର ପାଇଁ ତେଜିଲା ଦାବି: ଆନ୍ଦୋଳନ ଚେତାବନୀ ଦେଲେ ଓ୍ବାର୍ଡବାସୀ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା -ଟିଟିଲାଗଡ ସହରକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶରେ ନିଶାନ୍ତ ବାର ଖୋଲିବାକୁ ପ୍ରୟାସ ଚାଲିଛି। ୱାର୍ଡବାସୀ…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ଆଉ ଜଣେ IPS ଦେଲେ ଇସ୍ତଫା, ଜାଣନ୍ତୁ କାହିଁକି…

ଭୁବନେଶ୍ୱର, ୧୧।୭: ଭୁବନେଶ୍ୱର DCP ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ IPS ଅଫିସର ଚାକିରିରୁ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri