ସୁବର୍ଣ୍ଣରେଖାରେ ବଢୁଛି ଜଳସ୍ତର: ଭୟଭୀତ ନଦୀକୂଳିଆବାସୀ

ଭୋଗରାଇ,୨୦l୬(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ଉପରମୁଣ୍ଡାରେ ବର୍ଷା ଲାଗିରହିବାରୁ ସୁବର୍ଣ୍ଣରେଖାରେ ଚଳିତ ଋତୁରେ ପ୍ରଥମଥର ଜଳସ୍ତର ବୃଦ୍ଧି ପାଉଛି। ଝାଡ଼ଖଣ୍ଡ ଗାଲୁଡ଼ିହି ଜଳାଧାରରୁ ଆସିଥିବା ବର୍ଷାପାଣି ୮ଟି ଗେଟଦ୍ୱାରା ପ୍ରତି ସେକେଣ୍ଡରେ ୨ ଲକ୍ଷ ୪ହଜାର କ୍ୟୁସେକ ପାଣି ସୁବର୍ଣ୍ଣରେଖାକୁ ଛଡ଼ାଯିବାରୁ ହଟାତ ଜଳସ୍ତର ବୃଦ୍ଧିପାଇଛି l ଶୁକ୍ରବାର ସକାଳୁ ଜଳେଶ୍ୱର, ବସ୍ତା, ବାଲିଆପାଳ ଓ ଭୋଗରାଇ ବ୍ଲକର ନଦୀକୂଳିଆ ଗ୍ରାମବାସୀମାନେ ଜଳସ୍ତର ବୃଦ୍ଧି ଦେଖି ଭୟଭୀତ ହୋଇଛନ୍ତି। ସୁବର୍ଣ୍ଣରେଖା ନଦୀବନ୍ଧରେ ବନ୍ୟା ପ୍ରତିରୋଧକ ବନ୍ଧ ଯୁଦ୍ଧ କାଳୀନ ଭିତ୍ତିରେ ପଥର ପେକିଂ ନହେଲେ ୪ବ୍ଲକର ବହୁ ଗ୍ରାମ ବଡବନ୍ୟା ହେଲେ ନଦୀଗର୍ଭରେ ଲୀନ ହେବାର ଗ୍ରାମବାସୀମାନେ ଆଶଙ୍କା ପ୍ରକାଶ କରିଛନ୍ତି l ଶୁକ୍ରବାର ସକାଳ ୯ଟା ସୁଦ୍ଧା ସୁବର୍ଣ୍ଣରେଖା ରାଜଘାଟ ଠାରେ ଜଳ ପତ୍ତନ ବୃଦ୍ଧିପାଇ ସତର୍କ ସୂଚନା ୯. ୪ ୫ ମି ତଳେ ୮ ମିରେ ସମୁଦ୍ରକୁ ପ୍ରବାହିତ ହେଉଛି l ରାଜଘାଟ ବିପଦ ସଂକେତ ୧୦.୩ ୬ ମି ଥିବାବେଳେ ବର୍ଷାର ପରିମାଣ କାମଥିବାରୁ ବଡବନ୍ୟାର ସମ୍ଭାବନା ନାହିଁ ବୋଲି ସେଚ ବିଭାଗ ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଛାତ ଢଳେଇ କାମ ଚାଲିଥିବାବେଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସିଲେ ରାଜମିସ୍ତ୍ରୀ, ତଳେ ପଡ଼ି…

ଦିଗପହଣ୍ଡି/ପାଟପୁର,୧୩ା୭(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ ମା ’ ସାତଭଉଣୀ ମନ୍ଦିର ନିକଟ ଜଗନ୍ନାଥ ପଣ୍ଡାଙ୍କ ନୂଆ ଘରର...

ଏସବୁ କୃଷକଙ୍କୁ ମିଳିବ ନାହିଁ ପିଏମ୍‌ କିଷାନର ଆଗାମୀ କିସ୍ତି! ଆସିଲା ବଡ଼ ଅପ୍‌ଡେଟ୍‌  

ନୂଆଦିଲ୍ଲୀ,୧୩।୭: ଦେଶର କୋଟି କୋଟି କୃଷକ ପିଏମ୍‌ କିଷାନ ଯୋଜନାର ୨୦ତମ କିସ୍ତିର ଅପେକ୍ଷାରେ ଅଛନ୍ତି। ଜୁନରେ ଏହି ଟଙ୍କା ଆସିବାର ଥିଲା, ହେଲେ ଏଥର...

ଶନିଦେବଙ୍କ କୃପା ଦୃଷ୍ଟି ପାଇଁ…

ଧାର୍ମିକ ଶାସ୍ତ୍ର ଅନୁଯାୟୀ, କର୍ମ, ନ୍ୟାୟ ଓ ଦଣ୍ଡର ଅଧିପତି ଶନିଦେବଙ୍କୁ ପ୍ରସନ୍ନ କରିବା ପାଇଁ ଶନିବାର ଦିନ କେଉଁ ଜିନିଷ ଦାନ କଲେ ଶନିଦୋଷ...

ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ...

ସବୁଠି FM ତାତି: ରାଜଧାନୀରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ବିଜେଡି

ଭୁବନେଶ୍ୱର,୧୩ା୭: ରବିବାର ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଛି ଘେରିଛି ଛାତ୍ର ଓ ଯୁବ ବିଜେଡି। ବାଲେଶ୍ବର ଫକୀର ମୋହନ(FM) କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ପ୍ରତିବାଦରେ ଏହି...

ସରକାରଙ୍କୁ ପିସିସି ସଭାପତିଙ୍କ କଡ଼ା ଟାର୍ଗେଟ୍‌, କହିଲେ ଛାତ୍ରୀଙ୍କ ଅଭିଯୋଗକୁ ହାଲୁକା ଭାବେ ନିଆଯାଇ…

ଭୁବନେଶ୍ୱର,୧୩ା୭: ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା ନେଇ ସରକାରଙ୍କୁ ପିସିସି ସଭାପତି ଭକ୍ତ ଦାସ କଡ଼ା ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,...

ଭୟଙ୍କର ଦୁର୍ଘଟଣା: ୧୦ ଫୁଟ ଉପରକୁ ଉଡ଼ି JCB ଉପରେ ଝୁଲିଲା କାର

ମୟୂରଭଞ୍ଜ: ୧୩।୭: ଭୟଙ୍କର ଦୁର୍ଘଟଣା। ଦୁର୍ଘଟଣାରେ ୧୦ ଫୁଟ ଉପରକୁ ଉଡିଲା କାର। ଯାଇଁ ସିଧା ଲାଗିଲା ଜେଶିବିରେ । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ...

FM College Case: ମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୧୩।୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ଦିଲ୍ଲୀରୁ ଫେରିବା ପରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri