୭ ନମ୍ବର ୱାର୍ଡ ରାସ୍ତାରେ ପାଣିର ସୁଅ

କୋଡ଼ପଡ଼ା,୩୦ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ୭ନଂ. ୱାର୍ଡ ବୈତରଣୀ ବିହାରର ରାସ୍ତା ଉପରେ ପାଣିର ସୁଅ ଝୁଟିଛି। ଅସରାଏ ବର୍ଷାରେ ଆଣ୍ଠୁଏ ଉପରେ ପାଣି ଜମୁଥିବାରୁ ଲୋକେ ଯାତାୟାତରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ସୂଚନାଯୋଗ୍ୟ, ଆନନ୍ଦପୁର ବ୍ଲକ୍‌ ଅନୁକୂଲ୍ୟରେ ଉନ୍ନତି ଯୋଜନାରେ ବସନ୍ତ ସାହୁ ଘରଠାରୁ ବୀରଭଦ୍ର ଜେନା ଘର ପର୍ଯ୍ୟନ୍ତ ୨୦୨୨ରେ ୨ଲକ୍ଷ ଟଙ୍କା ବ୍ୟୟରେ ରାସ୍ତା ନିର୍ମିତ ହୋଇଥିଲା। ଡ୍ରେନେଜ୍‌ ବ୍ୟବସ୍ଥା ଉପରେ ଦୃଷ୍ଟି ଦିଆଯାଇ ନ ଥିବାରୁ ଏବେ ରାସ୍ତା ଉପରେ ପାଣି ଜମି ରହୁଛି। ସମସ୍ୟା ନେଇ ଅଞ୍ଚଳର ସଚେତନ ନାଗରିକ ଆନନ୍ଦପୁର ବିଡିଓଙ୍କୁ ବହୁବାର ଅଭିଯୋଗ କରିଛନ୍ତି। ମାତ୍ର ଅଦ୍ୟାବଧି କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ। ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏହାର ସମାଧାନ କରିବା ପାଇଁ ଓ୍ବାର୍ଡବାସିନ୍ଦା ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ଟ୍ରମ୍ପଙ୍କ ୩ ବଡ଼ ସର୍ତ୍ତ: ଯାହା କାରଣରୁ ଅଟକିଲା ଇରାନ-ଆମେରିକାର ଶାନ୍ତି ଚୁକ୍ତି

ନୂଆଦିଲ୍ଲୀ, ୨୬।୫: ଇରାନ ଏବଂ ଆମେରିକା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନାର ଅନ୍ତ ଘଟାଇବା ପାଇଁ ଆଶା କରାଯାଉଥିବା ଶାନ୍ତି ଚୁକ୍ତିନାମା ଏବେ ଝୁଲି…

ଆଶ୍ଚର୍ଯ୍ୟ! ବାହାଘର ରିଟର୍ନ ଗିଫ୍ଟ ଦେଖି ଛାନିଆ ହେଲେ ଗାଁ ଲୋକେ, ଯିଏ ଶୁଣିଲା…

ମୁମ୍ବାଇ,୨୬।୫: ବିବାହରେ ଅତିଥିମାନଙ୍କୁ ପ୍ରତିଦାନ(ରିଟର୍ନ) ଉପହାର ଦେବାର ପ୍ରଥା ଏକ ବହୁ ପୁରୁଣା ପରମ୍ପରା । ତେବେ ମହାରାଷ୍ଟ୍ରର ନାନ୍ଦେଡ଼ ଜିଲାରେ ସମ୍ପ୍ରତି ଅନୁଷ୍ଠିତ ଏକ ବିବାହ…

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri