ଅସ୍ଥାୟୀ ପୋଲ ଉପରେ ପାଣି: ରାଇକିଆ-ଦାରିଙ୍ଗବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ, ଜୀବନକୁ ବାଜି ଲଗାଇ…

ରାଇକିଆ,୨୩।୭(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡ଼ିକୁପୁଡ଼ା ଠାରେ ଦାରିଙ୍ଗିବାଡି – ରାଇକିଆକୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ଉପରେ ବର୍ଷା ପାଣି ପ୍ରବାହିତ ହେବା ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଉଭୟ ପାର୍ଶ୍ୱରେ ଯାନବାହାନ ଅଟକି ରହିଛି । ତଥାପି ଜୀବନକୁ ବାଜି ଲଗାଇ ଲୋକେ ଯାତାୟାତ କରୁଥିବା ଦେଖାଯାଉଛି। ଗତ ୨୦୧୮ ତିତିଲି ବାତ୍ୟାରେ ଏଠାରେ ଥିବା ସ୍ଥାୟୀ ପୋଲଟି ଧୋଇ ଯାଇଥିଲା। ସେବେଠାରୁ ଅସ୍ଥାୟୀ ଭାବେ ରାସ୍ତା ପାଖରେ ମାଟି ପକା ଯାଇ ଡାଇଭରସନ ନିର୍ମାଣ କରାଯାଇ ଯାନବାହାନ ଚଳାଚଳ କରିଥିଲା। ଇତି ମଧ୍ୟରେ ସାତ ବର୍ଷ ବିତି ଯାଇଥିଲେ ମଧ୍ୟ ସ୍ଥାୟୀ ପୋଲ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ରହିଛି । ଫଳ ସ୍ବରୂପ ବୁଧବାର ଲଗାଣ ବର୍ଷା ଯୋଗୁ ଡ଼ାଇଭରସନ ଉପରେ ପାଣି ପ୍ରବାହିତ ହୋଇ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?