ଅସ୍ଥାୟୀ କଲଭର୍ଟ ଉପରେ ପାଣି, ଯାନବାହନ ଚଳାଚଳ ବନ୍ଦ

ରାଇକିଆ,୨୦ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡ଼ିକୁପୁଡ଼ାଠାରେ ଥିବା ଅସ୍ଥାୟୀ ପୋଲ ଉପରେ ପୁଣି ବର୍ଷା ପାଣି ପ୍ରବାହିତ ହେଉଛି। ଫଳରେ ରାଇକିଆ- ଦାରିଙ୍ଗବାଡ଼ି ରାସ୍ତାରେ ଯାତାୟାତ ଠପ୍‌ ହୋଇଯାଇଛି। ଗତ ରବିବାର ଲଗାଣ ବର୍ଷାରେ ଅସ୍ଥାୟୀ ପୋଲ ଧୋଇଯିବା ଯୋଗୁ ୪ ଦିନ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ପରେ ଏହାକୁ ମରାମତି କରାଯିବା ପରେ ଗମନାଗମନ ସ୍ବାଭାବିକ ହୋଇଥିଲା। ତେବେ ଶୁକ୍ରବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାରୁ ପୁଣି ମରାମତି ହୋଇଥିବା ଅସ୍ଥାୟୀ ପୋଲ ଉପରେ ଶନିବାର ସକାଳୁ ବର୍ଷା ପାଣି ପ୍ରବାହିତ ହେଉଛି। ଫଳରେ ଯାନବାହନ ଚଳାଚଳ ପୁଣି ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ

ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍‌ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ଅବୈଧ ପ୍ରେମ ସମ୍ପର୍କକୁ ନେଇ ସଂକୀର୍ତ୍ତନ ଗୁରୁଙ୍କୁ ହତ୍ୟା, ବାପ ପୁଅ ସମେତ ୩ ଅଟକ

ଦେବଗଡ଼,୨।୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ବୁଢାପାଳ ଫାଣ୍ଡି ଅନ୍ତର୍ଗତ ଠିଆନାଳ ଗ୍ରାମରେ ଏକ ଅବୈଧ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଛି। ସୋମବାର ରାତିରେ...

୧୨ କିଲୋମିଟର ମରଣଯନ୍ତା

ବଅଁରପାଳ,୧୫ା୯(ଡି.ଏନ.ଏ.) – ପ୍ରତିବର୍ଷ ସୃଷ୍ଟି ହେଉଛି ସମାନ ସମସ୍ୟା। ଜାତୀୟ ରାଜପଥରେ ହେଉଥିବା ବଡ଼ ବଡ଼ ଖାଲ ଅସୁବିଧାରେ ପକାଉଛି ଗାଡ଼ି ଚାଳକଙ୍କୁ। ଅନେକ ସମୟରେ...

କପିଳାସ ପୀଠରେ ୩୦ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ, ୨।୧ – ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି...

କୋଡିଙ୍ଗାମାଳି ପାହାଡ଼ରେ ଚାରା ଲଗାଇଲେ ଛାତ୍ରୀଛାତ୍ର

ଲକ୍ଷ୍ମୀପୁର,୭ା୭: କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଉପରଚମ୍ପି ପଞ୍ଚାୟତରେ ଥିବା କୋଡିଙ୍ଗାମାଳି ପାହାଡ଼ରେ ଚାରା ରୋପଣ କରିଛନ୍ତି ସ୍କୁଲ ଛାତ୍ରୀଛାତ୍ର। ଖଣି ଅଞ୍ଚଳ ଭାବେ ପରିଚିତ...

ଘର ଛାଡି ଚାଲିିଯାଇଥିବା ମହିଳାଙ୍କ ମୃତଦେହ ମିଳିଲା

ଲୋଇସିଂହା,୧୪।୧୨(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ମାଗୁରବେଡା ଫାଣ୍ଡି ଅଧୀନ ରାଘୁପଦର ଗାଁରୁ ଜଣେ ବିବାହିତ ମହିଳାଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ପୋଲିସ ଜବତ କରିଛି।...

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସରେ ଭାଜପା ପକ୍ଷରୁ ରୋଗୀଙ୍କୁ ଫଳ ବଣ୍ଟନ

ଜୁନାଗଡ,୨୦।୯(ଡି.ଏନ.ଏ.)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଉପଲକ୍ଷେ ଗୁରବାର ଜୁନାଗଡ ଭାଜପା ପକ୍ଷରୁ ସେବା ସପ୍ତାହ ଦିବସ ପାଳନ କରାଯାଇଛି। ଏହି ଅବସରରେ ଦଳୀୟ କର୍ମକର୍ତ୍ତମାନେ...

୧୧୯ କେଜି ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୪।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଡାଇକ ୩, ଟନେଲକ୍ୟାମ୍ପ, ନାକାମାମୁଡୁ, ମନ୍ତ୍ରୀପୁଟ ଅଞ୍ଚଳରେ ଖାନତଲାସୀ ବେଳେ ପୋଲିସ ୧୧୯ କେଜି ୧୦୦ ଗ୍ରାମ...

Advertisement
Archives

Model This Week