ଅସ୍ଥାୟୀ କଲଭର୍ଟ ଉପରେ ପାଣି, ଯାନବାହନ ଚଳାଚଳ ବନ୍ଦ

ରାଇକିଆ,୨୦ା୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ମୁରୁଡ଼ିକୁପୁଡ଼ାଠାରେ ଥିବା ଅସ୍ଥାୟୀ ପୋଲ ଉପରେ ପୁଣି ବର୍ଷା ପାଣି ପ୍ରବାହିତ ହେଉଛି। ଫଳରେ ରାଇକିଆ- ଦାରିଙ୍ଗବାଡ଼ି ରାସ୍ତାରେ ଯାତାୟାତ ଠପ୍‌ ହୋଇଯାଇଛି। ଗତ ରବିବାର ଲଗାଣ ବର୍ଷାରେ ଅସ୍ଥାୟୀ ପୋଲ ଧୋଇଯିବା ଯୋଗୁ ୪ ଦିନ ଯାନବାହନ ଚଳାଚଳ ବନ୍ଦ ରହିଥିଲା। ପରେ ଏହାକୁ ମରାମତି କରାଯିବା ପରେ ଗମନାଗମନ ସ୍ବାଭାବିକ ହୋଇଥିଲା। ତେବେ ଶୁକ୍ରବାରଠାରୁ ଅବିଶ୍ରାନ୍ତ ବର୍ଷା ଲାଗି ରହିଥିବାରୁ ପୁଣି ମରାମତି ହୋଇଥିବା ଅସ୍ଥାୟୀ ପୋଲ ଉପରେ ଶନିବାର ସକାଳୁ ବର୍ଷା ପାଣି ପ୍ରବାହିତ ହେଉଛି। ଫଳରେ ଯାନବାହନ ଚଳାଚଳ ପୁଣି ବ୍ୟାହତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ହସ୍ପିଟାଲ ଭୁଇଁରେ ଲୋଟୁଛନ୍ତି ରୋଗୀ :ଶଯ୍ୟା ନାହିଁ କି ସାଲାଇନ ଷ୍ଟାଣ୍ଡ ନାହିଁ

ନୂଆପଡା ଅଫିସ/ଖଡିଆଳ,୨୧।୯(ଡି.ଏନ.ଏ.) ନୂଆପଡା ଜିଲାର ସବୁଠାରୁ ଏକ ଜନବହୁଳ ସହର ଭାବେ ଖଡିଆଳ ଜଣାଶୁଣା । ବିଭିନ୍ନ ସମୟରେ ନେତା ଅଧିକାରୀମାନେ ଏଠିକାର ଉନ୍ନତି ସକାଶେ...

ଧାନ ଅମଳ ସମୟରେ ଝିପିଝିପି ବର୍ଷା: ଚାଷୀ ମନରେ ଛନକା

ବନ୍ତ,୨୭।୧୨(ସ୍ବ.ପ୍ର.)-ଏବେ ଚଳିତବର୍ଷ ଖରିଫ୍‌ ଧାନ ଅମଳ ଚାଲିଥିବାବେଳେ ଗୁରୁବାର ଅପରାହ୍ନରେ ଝିପିଝିପି ବର୍ଷା ଆରମ୍ଭ ହୋଇଥିବାରୁ ଚାଷୀ ମନରେ ଛନକା ପଶିଛି। ବର୍ଷାର ପରିମାଣ ବଢ଼ିଲେ...

ମୃତଦେହ ସତ୍କାର କଲେ ଜିଲାପାଳ, ଏସ୍‌ପି

ସମ୍ବଲପୁର,୯ା୧(ବ୍ୟୁରୋ): ସମ୍ବଲପୁର ‘ସମ୍ବଳ’ ଅନୁଷ୍ଠାନ ପକ୍ଷରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ସତ୍କାର କରାଯାଇଛି। କମଳିବଜାର ସ୍ବର୍ଗଦ୍ୱାରରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଏସ୍‌ପି ବାତୁଲା...

ହିନ୍ଦୋଳ ବିଧାନସଭା: ଅଶୋକ ନାଏକ ୪୯୬ ଖଣ୍ଡ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୬ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ଭାଜପା ପ୍ରାର୍ଥୀ ଅଶୋକ ନାଏକ ୧୩୪୪୧ ଖଣ୍ଡ ଭୋଟ ସହ ଆଗୁଆ ରହିଛନ୍ତି।...

ଜଗତ୍‌ସିଂହପୁର କ୍ୟାଡର ପିପିଙ୍କୁ ସମ୍ବର୍ଦ୍ଧନା

ଜଗତ୍‌ସିଂହପୁର ଅଫିସ,୯ା୧୨: ଓଡ଼ିଶା କ୍ରାଇମବ୍ରାଞ୍ଚ ତରଫରୁ ଜଗତ୍‌ସିଂହପୁର କ୍ୟାଡର ପବ୍ଲିକ ପ୍ରସିକ୍ୟୁଟର (ପିପି) ନଳିନୀକାନ୍ତ ମହାରଣାଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ମାମଲା ପରିଚାଳନାରେ ସାମଗ୍ରୀକ ସଫଳତା...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଟିଣ୍ଡିବାଲି ପାହାଡ଼: ପଥରକୁ ପିଟିଲେ ଶୁଭୁଛି ଘଣ୍ଟ ଶବ୍ଦ

ଦାରିଙ୍ଗବାଡି,୧୯।୧(ଡି.ଏନ.ଏ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ଜଣାଶୁଣା। ଅନେକ ପର୍ଯ୍ୟଟନସ୍ଥଳୀ ତଥା ମିଡିୟୁନ୍ଦା ଜଳ ପ୍ରପାତ ସମେତ ନେଚର ଲଭର୍ସ...

ଗଣ୍ଡାନାଳରେ ବିଆର୍‌ପିଏଲ୍‌ର ବିଷାକ୍ତ ବର୍ଜ୍ୟଜଳ ମିଶିବା ମାମଲା: ଏସ୍‌ପିସିବି ରିପୋର୍ଟକୁ ଅପେକ୍ଷା

ଯାଜପୁର ଅଫିସ,୯।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍‌ (ବିଆର୍‌ପିଏଲ୍‌୍‌)ର ବିଷାକ୍ତ ବର୍ଜ୍ୟଜଳ ଗଣ୍ଡାନାଳରେ ମିଶିବା ମାମଲାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ବ୍ରାହ୍ମଣୀନଦୀରୁ ଚାଲିଛି ବେଆଇନ ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ,୨୨ା୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାଲି ଚୋରା ଚାଲାଣ କରୁଥିବା ମାଫିଆ ଓ ତାଙ୍କୁ ସହଯୋଗ କରୁଥିବା ଅଧିକାରୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ...

Advertisement
Archives

Model This Week