Posted inଜାତୀୟ

ଜଳ ଶକ୍ତି ମନ୍ତ୍ରଣାଳୟର ଟୁଇଟର ହ୍ୟାଣ୍ଡେଲ ହ୍ୟାକ…

ନୂଆଦିଲ୍ଲୀ,୧।୧୨ : ଦିଲ୍ଲୀ ଏମ୍ସର ସର୍ଭର ହ୍ୟାକ ପରେ ଏବେ କେନ୍ଦ୍ରୀୟ ଜଳ ଶକ୍ତି ମନ୍ତ୍ରଣାଳୟର ଟୁଇଟର ହ୍ୟାଣ୍ଡେଲକୁ ହ୍ୟାକରମାନେ ହ୍ୟାକ କରିଛନ୍ତି। ସୁରକ୍ଷା ଏଜେନ୍ସି ଏବଂ ସାଇବର ଶାଖା ଏହାର ଯାଞ୍ଚ୍‌ରେ ଲାଗିଛନ୍ତି। ମନ୍ତ୍ରଣାଳୟର ଟୁଇଟର ହ୍ୟାଣ୍ଡେଲକୁ ଗୁରୁବାର ସକାଳେ ହ୍ୟାକ କରାଯାଇଥିବା କୁହାଯାଉଛି।

ତେବେ ଏହାକୁ ଠିକ କରାଯାଇଛି। ମାତ୍ର ଏହା ପଛରେ ଥିବା ହ୍ୟାକରଙ୍କ ସମ୍ପର୍କରେ ସୂଚନା ପାଇଁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଏସିଆ ପିଲାଙ୍କ ବିକାଶରେ ବାଧକ ଜଳବାୟୁ ପରିବର୍ତ୍ତନ

ନୂଆଦିଲ୍ଲୀ,୨୩ା୧୨: ଜଳବାୟୁ ପରିବର୍ତ୍ତନ ଯୋଗୁ ଉତ୍ତାପ ଏବଂ ଆର୍ଦ୍ରତା ବଢ଼ୁଥିବାବେଳେ ଏହା ଦକ୍ଷିଣ ଏସୀୟ ପିଲାମାନଙ୍କ ଉପଯୁକ୍ତ ବିକାଶକୁ ପ୍ରଭାବିତ କରୁଛି। ୨୦୫୦ ସୁଦ୍ଧା ଉପଯୁକ୍ତ...

ଆମେରିକାରେ ପ୍ରବାସୀଙ୍କୁ ବଡ଼ ଅଫର!

ଓ୍ବାଶିଂଟନ,୨୩।୧୨: ଆମେରିକାର ଗୃହ ସୁରକ୍ଷା ବିଭାଗ (DHS) ଅବୈଧ ପ୍ରବାସୀମାନଙ୍କ ପାଇଁ ଆତ୍ମ-ନିର୍ବାସ ପାଇଁ ଆର୍ଥିକ ପ୍ରୋତ୍ସାହନ ୧୦୦୦ ଡଲାରରୁ ୩୦୦୦ ଡଲାରକୁ ବୃଦ୍ଧି କରିଛି।...

ମଧ୍ୟପ୍ରଦେଶରୁ ଏୟାରଲିଫ୍ଟ ହେଲା ବାଘୁଣୀ

ସେଓନି,୨୩ା୧୨: ମଧ୍ୟପ୍ରଦେଶର ସେଓନିସ୍ଥିତ ପେଞ୍ଚ ରିଜର୍ଭର ଏକ ବାଘୁଣୀ ୨୪ ଦିନ ପରେ ବନ ବିଭାଗ ଅଧିକାରୀଙ୍କ ହାତରେ ଧରାଦେଇଛି। ରବିବାର ଏହାକୁ ବାୟୁସେନାର ଏମ୍‌ଆଇ-୧୭ ହେଲିକପ୍ଟର...

୨୪ରେ ରାଜ୍ୟ କ୍ୟାବିନେଟ: ୭ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୩।୧୨(ରବିନାରାୟଣ ଜେନା): ରାଜ୍ୟର ସର୍ବାଙ୍ଗୀନ ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଆସନ୍ତା ୨୪ ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି।...

Bangladesh Violence: ବାଂଲାଦେଶ ହିଂସା ଭିତରେ ବଡ଼ ଘୋଷଣା କଲେ ୟୁନୁସ୍, କହିଲେ ନିର୍ବାଚନ…

ନୂଆଦିଲ୍ଲୀ,୨୩।୧୨: ଦୁଇ ଦୁଇଟି ହତ୍ୟା ପରେ ଜଳୁଛି ବାଂଲାଦେଶ । ଏହାରି ଭିତରେ  ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଫେବୃଆରୀ ୧୨ ତାରିଖରେ ସାଧାରଣ...

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ...

ଆଜି ପାଇଁ ମେଷ ସମେତ ଏହି 3 ରାଶି ଲକି, ମିଳିପାରେ ଖୁସି ଖବର

ନୂଆଦିଲ୍ଲୀ,୨୩/୧୨: ଆଜି ମକର ରାଶିରେ ଚନ୍ଦ୍ର ଗଠନ, ଦାୟିତ୍ୱ ଏବଂ ଦୀର୍ଘକାଳୀନ ଚିନ୍ତାଧାରାକୁ ପ୍ରୋତ୍ସାହିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ ଏବଂ ଶୁକ୍ର ଆତ୍ମବିଶ୍ୱାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri