ପ୍ରଚଣ୍ଡ ଖରାରେ ପାଣି ପାଇଁ ଛଟପଟ

ସିଂହପୁର,୩୦ା୪(ଡି.ଏନ୍‌.ଏ.): ପ୍ରଚଣ୍ଡ ରୌଦ୍ରତାପରେ ସାରା ରାଜ୍ୟ ଜଳୁଥିବା ବେଳେ ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳରେ ମଧ୍ୟ ଗ୍ରୀଷ୍ମପ୍ରଭାବ ବୃଦ୍ଧି ପାଉଛି। ପୂର୍ବାହ୍ନ ୧୧ଟା ପରେ ସାଧାରଣ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ବିଭିନ୍ନ ସ୍ଥାନରେ ଜଳକଷ୍ଟ ମଧ୍ୟ ଦେଖାଦେଇଛି। ଛୋଟବଡ଼ ଗାଡ଼ିଆ ପୋଖରୀ ଶୁଖିଯିବାରୁ ବୁଲା ଗୋରୁଙ୍କ ପ୍ରତି ବିପଦ ସୃଷ୍ଟି ହୋଇଛି। ତା’ ସହିତ ପୋଖରୀ ପାଣିକୁ ବ୍ୟବହାର କରି ଯେଉଁ ପରିବା ଚାଷୀ ଚାଷକାର୍ଯ୍ୟ ଉପରେ ନିର୍ଭର କରିଥାନ୍ତି ସେମାନଙ୍କୁ ମଧ୍ୟ କଷ୍ଟ ସ୍ବୀକାର କରିବାକୁ ପଡୁଛି। ପଞ୍ଚାୟତ ପକ୍ଷରୁ ବିଭିନ୍ନ ସ୍ଥାନରେ ପାଣିକୁଣ୍ଡର ବ୍ୟବସ୍ଥା କଲେ ବୁଲା ଗୋରୁଙ୍କ ପାଣି ସଙ୍କଟ ଦୂରହୋଇ ପାରନ୍ତା। ଏଥିପ୍ରତି ପଞ୍ଚାୟତର ଜନପ୍ରତିନିଧି ଓ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri