ପୋଲ ଉପରୁ କମିଲା ପାଣି: ଜୁନାଗଡ଼-ଧର୍ମଗଡ଼ ରାଜପଥରେ ଗଡ଼ିଲା ଯାନବାହନ

ଭବାନୀପାଟଣା,୯।୮(ସ୍ବ.ପ୍ର.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାଲେର ଯୋର ଆପ୍ରୋଚ ପୋଲ ଉପରେ ବର୍ଷା ପାଣି କମିବା ପରେ ମଙ୍ଗଳବାର ସକାଳୁ ଯାତାୟାତ ସ୍ବାଭାବିକ ହୋଇଛି। ଫଳରେ ଜୁନାଗଡ଼-ଧର୍ମଗଡ଼ ଜାତୀୟ ରାଜପଥ ୧୩୦(ସି) ମୁଖ୍ୟ ରାସ୍ତାରେ ପୁଣି ଥରେ ଯାନବାହନ ଚଳାଚଳ ଆରମ୍ଭ କରିଛି। ରବିବାର ସନ୍ଧ୍ୟାରେ ପୋଲ ଉପରେ ୩ ଫୁଟ ପାଣି ଚାଲିବା ପରେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ରାସ୍ତାକୁ ବନ୍ଦ କରାଯାଇଥିଲା।
ପ୍ରକାଶ ଯେ, ହାଲେର ଯୋର ଉପରେ ନିର୍ମାଣ ହେଉଥିବା ପୋଲ କାମ ଅଧାପନ୍ତରିଆ ହୋଇଛି। ଫଳରେ ସେଠାରେ ନିର୍ମାଣ କରାଯାଉଥିବା ଆପ୍ରୋଚ ପୋଲ ଉପରେ ଗତ ମାସକ ମଧ୍ୟରେ ଏହାକୁ ମିଶାଇ ୩ ଥର ପାଣି ପ୍ରବାହିତ ହୋଇ ସାରିଲାଣି। ଏନେଇ ଯାତାୟାତ ସମ୍ପୂର୍ଣ୍ଣ ବନ୍ଦ ରହୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୪ ହଜାର ପିଲାଙ୍କ ପାଇଁ ୮୮ ପରୀକ୍ଷା କେନ୍ଦ୍ର

ଜଗତ୍‌ସିଂହପୁର ଅଫିସ, ୩୦ା୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହା ମେ ୨ ତାରିଖ...

ଦଶହରାରେ ବି ଗଞ୍ଜାମ ଏନ୍‌ଏସିରେ ଉଠିଲାନି ଆବର୍ଜନା

ଗଞ୍ଜାମ,୨୫l୧୦(ଡି.ଏନ୍‌.ଏ.)-କୋଭିଡ୍‌ କଟକଣା ମଧ୍ୟରେ ଗଞ୍ଜାମ ସହରରେ ଦଶହରା ପର୍ବ ପାଳନ କରାଯାଉଛି। ସହରର ଦୁର୍ଗାଦେବୀସାହି ମା’ ଦୁର୍ଗା, ଶିଶୁମନ୍ଦିର ରାସ୍ତାରେ ମା’ ବୁଢ଼ୀ ଠାକୁରାଣୀ, ପୁଇଁତୋଳା...

ଦିଅର ଟାଙ୍ଗିଆ ଚୋଟରେ ଚାଲିଗଲା ଭାଉଜ ଜୀବନ

ଭୁବନ, ୨୪।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ ଥାନା ଭୂଷଳ ପଞ୍ଚାୟତ ଅଧୀନ ଅସୁରବନ୍ଧ ଦଳିତ ସାହିରେ ରବିବାର ରାତିରେ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଦିଅର ରବୀନ୍ଦ୍ର ମଳିକ...

ବେଙ୍ଗାଲୁର-ଗୁଆହାଟୀ ଏକ୍ସପ୍ରେସ୍‌ରେ ୩ ସନ୍ତାନ ଜନ୍ମଦେଲେ ମହିଳା: ଆଖିବୁଜିଲେ ସମସ୍ତ ନବଜାତକ

ଭଦ୍ରକ ଅଫିସ ,୧୫।୧୧: ଭଦ୍ରକ ରେଳ ଷ୍ଟେଶନରେ ଶୁକ୍ରବାର ସକାଳେ ଜଣେ ମହିଳା ବେଙ୍ଗାଲୁର-ଗୁଆହାଟୀ ଏକ୍ସପ୍ରେସ୍‌ରେ ୩ ସନ୍ତାନଙ୍କୁ ଜନ୍ମ ଦେଇଥିବା ବେଳେ ସମସ୍ତ ଶିଶୁଙ୍କର...

ପିହୁ ନିଖୋଜ ଘଟଣା: ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା

ବିଞ୍ଝାରପୁର,୩୧ା୮(ଡି.ଏନ.ଏ.): ବହୁଚର୍ଚ୍ଚିତ ପିହୁ ନିଖୋଜ ଘଟଣାରେ ବିଞ୍ଝାରପୁର ପୋଲିସ ପକ୍ଷରୁ ମଙ୍ଗଳବାର ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଛି। କୌଣସି ବ୍ୟକ୍ତି ଯଦି...

ଅନ୍‌ଲାଇନରେ ଆରମ୍ଭ ହେଲା ପାଠପଢ଼ା: ୭୨୧୩ ଗ୍ରୁପ୍‌ରେ ଯୋଡ଼ିହେଲେ ୫୫ ହଜାର ଛାତ୍ରୀଛାତ୍ର

ଖୋର୍ଦ୍ଧା ଅଫିସ,୨୦ା୪: କରୋନା ଲାଗି ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ରାଜ୍ୟ ସରକାର ଜୁନ ୧୭ ପର୍ଯ୍ୟନ୍ତ ସମସ୍ତ...

ଭୋଗରାଇରେ ପୁଣି ଲଜ୍ଜା: ଅଶ୍ଳୀଳ ଭିଡିଓ ଶୁଟିଂ କରି ବ୍ଲାକମେଲିଂ

ଭୋଗରାଇ, ୧୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଉପାନ୍ତ ତାଳସାରୀ ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଅନ୍ତରଙ୍ଗ ସମ୍ପର୍କ ରଖିବାକୁ ବାଧ୍ୟ କରି ଏହାର...

ପଦ୍ମାବତୀ ପାଇଲେ ରାଜ୍ୟପାଳ ଟ୍ରଫି

କେନ୍ଦୁଝର,୩୦।୧୧( ସ୍ବ.ପ୍ର./ଡି.ଏନ.ଏ.)- ଭୁବନେଶ୍ୱର ଯାତ୍ରୀ ନିବାସଠାରେ ୨୦୧୭ – ୧୮ ବର୍ଷ ପାଇଁ ‘ପ୍ରତିଭା ଅନ୍ବେଷଣ’ କାର୍ଯ୍ୟକ୍ରମରେ ରାଜ୍ୟପାଳ ଟ୍ରଫି ଆୟୋଜନ କରାଯାଇଥିଲା। ଏହି ପ୍ରତିଯୋଗିତାରେ...

Advertisement
Archives

Model This Week