ରେଙ୍ଗାଳିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

କଣିହା,୨୨।୮(ଡି.ଏନ୍‌.ଏ.): ଅନୁଗୋଳ ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର ଗେଟ ଦେଇ ବନ୍ୟାଜଳ ତଳମୁଣ୍ଡକୁ ଛଡା ଯାଉଛି। ଡ୍ୟାମର ଜଳ ଧାରଣା କ୍ଷମତା ୧୨୩.୫୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୧୨୧.୯୫ ମିଟର ରହିଛି । ଡ୍ୟାମ ଭିତରକୁ ୭,୮୦୦ ଘନମିଟର ଜଳ ପ୍ରବେଶ କରୁଥିବା ବେଳେ ପାଓ୍ବାର ଟନେଲ ଦେଇ ୫୮୭.୩୮ ଘନ ମିଟର ଜଳ ନିଷ୍କାସିତ ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri