ଖରିଫ ଚାଷ ପାଇଁ ବାଘୁଆ ଜଳଭଣ୍ଡାରରୁ ଛଡ଼ାଗଲା ପାଣି

ବୁଗୁଡ଼ା,୨୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅଧୀନ ମତାଝରୀ ନିକଟସ୍ଥ ବାଘୁଆ ଜଳଭଣ୍ଡାରରୁ ଖରିଫ ଚାଷ ପାଇ ପାଣି ଛଡାଯାଇଛି। ଦୁଇଟି କେନାଲ ଦେଇ ଏହି ପାଣି ଛଡ଼ାଯାଇଛି। ଏହି ଅବସରରେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁଚରଣ ସାହୁଙ୍କ ସମେତ ଅନ୍ୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଗତ ସପ୍ତାହରେ ବୁଗୁଡ଼ା ଜଳସେଚନ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକର ନିଷ୍ପତ୍ତି ଅନୁଯାୟୀ ଜଳଭଣ୍ଡାରର ବାମ ଓ ଡାହାଣ କେନାଲ ଦେଇ ପାଣି ଛଡାଯାଇଥିବା କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସାହୁ ଏହି ସୂଚନା ଦେଇଛନ୍ତି। ଏହାଦ୍ୱାରା ଚାଷୀକୁଳ ମଧ୍ୟରେ ଖୁସି ପରିଲକ୍ଷିତ ହୋଇଛି। ତେବେ ଜଳଯୋଗାଣର ଯେପରି ସୁଷମ ବଣ୍ଟନ ହୋଇପାରିବ ସେଥିପାଇଁ ପାଣି ପଞ୍ଚାୟତର ସମସ୍ତ କର୍ମକର୍ତ୍ତା ଏବଂ ଚାଷୀମାନେ ଧ୍ୟାନ ଦେବା ପାଇଁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri