ଅଗଷ୍ଟ ବନ୍ୟା: ଜଳସମ୍ପଦ ବିଭାଗର ୯୩୨ କୋଟି କ୍ଷତି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଗତ ଅଗଷ୍ଟରେ ରାଜ୍ୟରେ ହୋଇଥିବା ବନ୍ୟାରେ ବହୁ କ୍ଷୟକ୍ଷତି ହୋଇଛି। ରାଜ୍ୟ ସରକାର ନିକଟରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ୧୧ ହଜାର କୋଟି ଟଙ୍କର କ୍ଷୟକ୍ଷତି ସହାୟତା ଲୋଡିଛନ୍ତି। ତେବେ ଜଳସମ୍ପଦ ବିଭାଗର ଗତ ବନ୍ୟାରେ ବହୁ କ୍ଷତି ହୋଇଛି। ବନ୍ୟାରେ ରାଜ୍ୟରେ ୨୮୩ କୋଟି ଟଙ୍କାର ନଦୀବନ୍ଧ ଧୋଇ ଯାଇଥିବା ବେଳେ ବିଭିନ୍ନ ନଦୀରେ ୩୮ଟି ଘାଇ ସୃଷ୍ଟି ହୋଇଛି। ଏଥିସହିତ ବନ୍ୟା ଯୋଗୁ ୯୯୬ କି.ମି. ନଦୀବନ୍ଧ ନଷ୍ଟ ହୋଇଛି। ମୋଟ ୯୩୨ କୋଟି ଟଙ୍କାର କ୍ଷୟକ୍ଷତି ହୋଇଛି। ଏ ନେଇ ଗୁରୁବାର ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଜଳ ସମ୍ପଦ ବିଭାଗ ପ୍ରମୁଖ ସଚିବଙ୍କୁ ଅବଗତ କରାଇଛନ୍ତି। କେନ୍ଦ୍ର ସରକାରଙ୍କ ଠାରୁ ଉକ୍ତ ଅର୍ଥ ଭରଣା କରିବାକୁ ଚିଠିରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ…

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ସୁନାର ଖଣି : ପଞ୍ଚମ ଲକର୍‌ରୁ ମିଳିଲା ଏତେ ପରିମାଣର… ଦେଖିକି ଭିଜିଲାନ୍ସ ତାଜୁବ

ବାଲିଗୁଡା, ୮।୬:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ସହକାରୀ ନିର୍ବାହୀ ଯନ୍ତ୍ରୀ ବେକୁଣ୍ଠ ନାଥ ବେହେରାଙ୍କ ପଞ୍ଚମ ଲକରକୁ ଓଡ଼ିଶା…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri