ବଡ଼ମ୍ବା,୩।୮(ମାୟାଧର ମଲ୍ଲିକ )କଟକ ଜିଲା ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ଭଜନ ମଣ୍ଡପ ଓ ମନ୍ଦିରରେ ମହାନଦୀର ପ୍ରଥମ ବନ୍ୟାଜଳ ବୁଧବାର ରାତିରେ ପଶିଛି। ସନ୍ଧ୍ୟା ସୁଦ୍ଧା ମନ୍ଦିର ସମ୍ମୁଖରେ ଥିବା ସମସ୍ତ ପାହାଚ ବୁଡ଼ିଯିବା ସହ ମନ୍ଦିର ବେଢ଼ା ଉପରେ ପ୍ରବେଶ କରିଥିଲା। ମନ୍ଦିର ଭିତରକୁ ପାଣି ପ୍ରବେଶ କରିବା ପରେ ଭଟ୍ଟାରିକାଙ୍କ ଚଳନ୍ତି ବିଗ୍ରହକୁ ମନ୍ଦିର ନିକଟସ୍ଥ ରତ୍ନଗିରି ପାହାଡ଼ରେ ଥିବା ମା’ଙ୍କ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି ବୋଲି ମୁଖ୍ୟ ପୂଜକ ଶିରୀଶ ରଣା କହିଛନ୍ତି। ମନ୍ଦିର ନିକଟରେ ପୂଜକ ତଥା ମାଳୀ ସେବାୟତମାନେ ଓ ବଡ଼ମ୍ବା ଦେବୋତ୍ତର ବିଭାଗ କର୍ମଚାରୀ ବିପିନ ବିହାରୀ ମନ୍ଦିର ନିକଟରେ ସଜାଗ ରହିଛନ୍ତି।
Posted inHome, Home Left, ଆମ ଜିଲା ଖବର, କଟକ View All
‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…
ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ
ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…
ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…
ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…
ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…
ମୁଖ୍ୟମନ୍ତ୍ରୀ ବସ୍ ଧକ୍କାରେ ୨ ଭାଇ ଗୁରୁତର, ବସ୍କୁ ଜବତ କରି…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍…
‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…
ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ
ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…
ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ
ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…
Archives

