ପଦ୍ମପୁରକୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ: ଲକ୍ଷାଧିକ ଟଙ୍କାର ପ୍ରକଳ୍ପ ବିଫଳ

ପଦ୍ମପୁର,୨୨ା୪(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ସହରବାସୀଙ୍କୁ ପାନୀୟ ଜଳ ଯୋଗାଣର ସୁଧାର ଆଣିବା ଲକ୍ଷ୍ୟରେ ଅଙ୍ଗନଦୀର ଦର୍ବେ କେଲାଠାରେ ନିର୍ମାଣ ହୋଇଥିବା ବ୍ୟାରେଜ ବିଫଳ ହୋଇଛି। ଏବେ ଏହି ପ୍ରକଳ୍ପ ଶୁଖିଲା ଅବସ୍ଥାରେ ପଡ଼ିଛି। ଅପରପକ୍ଷରେ ଅଙ୍ଗନଦୀରେ ଥିବା ନାଗେନ ଦର୍ହାର ଇନ୍‌ ଟେକ୍‌ ୱେଲେ ଶୁଖିଲା ପଡ଼ିଛି। ସହରକୁ ନଦୀ ଜଳ ଯୋଗାଣ ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିବା ଅଭିଯୋଗ ହେଉଛି। ବର୍ତ୍ତମାନ ପଦ୍ମପୁର ସହରର ଜନସଂଖ୍ୟା ପ୍ରାୟ ୩୦ ହଜାରରେ ପହଞ୍ଚି ଥିବାବେଳେ ସେହି ଅନୁସାରେ ଅଙ୍ଗନଦୀର ନାଗେନ ଦର୍ହାରୁ ୨.୨ନିୟୁତ ଲିଟର, ସହରର ବିଭିନ୍ନ ସ୍ଥାନରେ ଥିବା ୨୨ଗୋଟି ଗଭୀର ନଳକୂପରୁ ୧.୬ନିୟୁତ ଲିଟର ସହରକୁ ଯୋଗାଇ ଦିଆଯାଇଥାଏ ବୋଲି ଜନସ୍ବାସ୍ଥ ବିଭାଗର ସହକାରୀ ଯନ୍ତ୍ରୀ ବବିତା ବିଶ୍ୱାସ ରାୟ ସୂଚନା ଦେଇଛନ୍ତି। କିନ୍ତୁ ବର୍ତ୍ତମାନ ଅଙ୍ଗନଦୀର ଜଳଧାର ଶୁଖିଯାଇଛି। ସେହିପରି ନାଗେନ ଦର୍ହା ଇନ୍‌ ଟେକ୍‌ କୂଅରେ ମଧ୍ୟ ପାଣି ନ ଥିବାରୁ ପଦ୍ମପୁର ସହରର ଅଧିକାଂଶ ଅଞ୍ଚଳକୁ ଜଳ ଯୋଗାଣ ବ୍ୟାହତ ହୋଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବପ୍ନ ପୂରଣ ହେଲା..’, ବିରାଟ କୋହଲିଙ୍କୁ ନେଇ ଏମିତି କଥା କହିଲେ ବୈଭବ ସୂର୍ଯ୍ୟବଂଶୀ, ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୭।୬: ଯଦିଓ RCB GTକୁ ପରାସ୍ତ କରି IPL 2026 ଟାଇଟଲ ଜିତିଥିଲା, କିନ୍ତୁ 19ତମ ସିଜିନ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଦର୍ଶନ ପାଇଁ ମନେ ରହିବ। ବୈଭବ…

ଦାବି ପୂରଣ ନ ହେଲେ ଆସନ୍ତାକାଲିଠାରୁ ଅନିର୍ଦ୍ଦିଷ୍ଟ କାଳ ଯାଏ ଧାରଣା, ଚେତାବନୀ ଦେଇ…

କେସିଙ୍ଗା,୭ା୬(ତୁମେଶ୍ୱର ସାହୁ): ଅଲ ଓଡ଼ିଶା ରାଇସ୍‌ ମିଲର୍ସ ଆସୋସିଏଶନ ରାଜ୍ୟ ସରକାରଙ୍କୁ ୯ ଦଫା ସମ୍ବଳିତ ଦାବି ନେଇ ଦୀର୍ଘ ଦୁଇବର୍ଷରୁ ଦାବି କରି ଆସୁଛି। କିନ୍ତୁ…

ଅଧିନାୟକ ପଦ ଯିବା ପରେ ସନ୍ୟାସ ନେଲେ ସୂର୍ଯ୍ୟକୁମାର? ସୋସିଆଲ ମିଡିଆରେ ପୋଷ୍ଟ ଭାଇରାଲ

ନୂଆଦିଲ୍ଲୀ,୭।୬: ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଟିମ ଇଣ୍ଡିଆର ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ଗସ୍ତ ପାଇଁ ଚୟନ କରାଯାଇ ନଥିଲା। ତାଙ୍କ ସ୍ଥାନରେ ଶ୍ରେୟସ…

ବନ୍ଧୁକ ସହ ଜୀବନ୍ତ ଗୁଳି ଧରି ଚାଲାଣ କରୁଥିଲେ କଫ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶନିବାର ଚାଲାଣ ବେଳେ କଫ ସିରପ୍‌ ଜବତ କରିଛି। ଏହି କାରବାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ…

TMCରେ ବିଦ୍ରୋହ ମଧ୍ୟରେ ମମତାଙ୍କ ବଡ଼ ବଦକ୍ଷେପ, କଟିଲା ଅଭିଷେକଙ୍କ ଡେଣା!

କୋଲକାତା,୭।୬: ପଶ୍ଚିମବଙ୍ଗରେ ପରାଜୟ ପରେ, ତୃଣମୂଳ କଂଗ୍ରେସ ଆଭ୍ୟନ୍ତରୀଣ ଅସନ୍ତୋଷ ସହିତ ସଂଘର୍ଷ କରୁଛି; ଏହାର ଜବାବରେ, ମମତା ବାନାର୍ଜୀ ସମଗ୍ର ସଂଗଠନର ଗଠନକୁ ଭାଙ୍ଗି ଦେଇଥିଲେ।…

‘ପ୍ରତି ସିଲିଣ୍ଡର ପ୍ରାୟ ୭ଶହ ଟଙ୍କା କ୍ଷତି’: ଘରୋଇ ଗ୍ୟାସ ମୂଲ୍ୟ ବୃଦ୍ଧି ଉପରେ ସରକାରଙ୍କ ବିବୃତ୍ତି , ପାକିସ୍ତାନ-ଆମେରିକା ସହ ତୁଳନା

ନୂଆଦିଲ୍ଲୀ,୭।୬: କେନ୍ଦ୍ର ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୯ଟଙ୍କା ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିକୁ ସମର୍ଥନ କରି ସରକାର ଏକ ସ୍ପଷ୍ଟୀକରଣ ଜାରି କରି କହିଛନ୍ତି…

ଚାନ୍ଦବାଲିରେ ପ୍ରଥମ ଅଂଶୁଘାତରେ ଚାଲିଗଲା ଜଣଙ୍କ ଜୀବନ

ଚାନ୍ଦବାଲି,୭ା୬(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲିରେ ଚଳିତ ଗ୍ରୀଷ୍ମ ଋତୁର ପ୍ରଥମ ଅଂଶୁଘାତଜନିତ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ହେଲେ ଭୁଁଇବୁର୍ତ୍ତି ପଞ୍ଚାୟତ ଅନ୍ତର୍ଗତ ନୂଆଗାଁର…

ସ୍ତ୍ରୀ, ଶଳା ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ

ବ୍ରହ୍ମପୁର,୭।୬(ସୁବାସ ଚନ୍ଦ୍ର ପାଢ଼ୀ): ମୋ ପୁଅକୁ ତା’ ସ୍ତ୍ରୀ ଓ ସମ୍ପର୍କୀୟମାନେ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଛନ୍ତି ବୋଲି ପୋଡ଼ିହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri