ଏପ୍ରିଲ ୩୦ ସନ୍ଧ୍ୟାରୁ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ: ୨ ମାସ ଠପ୍‌ ପଡିବ…

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ୩୦ ତାରିଖ ସନ୍ଧ୍ୟା ୫ଟାରୁ ବରଗଡ଼ ମୁଖ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରହିବ। ସେହିପରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ଆସନ୍ତା ମେ ମାସ ୧ତାରିଖରୁ ଜୁନ ମାସ ୩୦ ତାରିଖ ପର୍ଯ୍ୟନ୍ତ ମଧ୍ୟ କେନାଲରେ ପାଣି ଯୋଗାଣ ବନ୍ଦ ରଖିବାକୁ ସ୍ଥିର କରାଯାଇଛି ବୋଲି ବରଗଡ ଜଳସେଚନ ବିଭାଜନର ଅଧୀକ୍ଷଣ ଯନ୍ତ୍ରୀ ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 

Share