ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଯିବ ପାଣି: ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରି…

ଦିଗପହଣ୍ଡି,୧ା୧୧(ଅଶେଷ ନାଥ ମିଶ୍ର): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ପ୍ରବଳ ପବନ ଓ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ଭାବ୍ୟ ବାତ୍ୟା ଓ ପ୍ରବଳରୁ ଅତିପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡିସ୍ଥିତ ଘୋଡ଼ାହାଡ଼ ଜଳସେଚନ ଉପବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ୍ୟାମରୁ ସ୍ପିଲ ଓ୍ବେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ାଯିବ ବୋଲି ନଦୀ ତଟବର୍ତ୍ତୀ ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା, କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି, ଗୁମା, ପନାଡ, ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର, ନୂଆଗଡ଼, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ନଦୀ ମଧ୍ୟକୁ କୌଣସି ବ୍ୟକ୍ତି ନ ଯିବା ସହ ଗୃହପାଳିତ ପ୍ରାଣୀମାନଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଛି। ଡ୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ରବିବାର ସକାଳ ସୁଦ୍ଧା ଜଳଭଣ୍ଡାରରେ ୯୬ ପ୍ରତିଶତ ଅର୍ଥାତ୍‌ ୧୧୭.୩୦ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଘୋଡ଼ାହାଡ଼ ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଦାସ ଜଣାଇଛନ୍ତି। ଡ୍ୟାମରୁ ନଦୀଗର୍ଭକୁ ପାଣି ଛଡ଼ାଯିବ ବୋଲି ଜଳସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ରଗୁଡ଼ିକୁ ନୋଟିସ୍‌ର ଏକକିତା ନକଲ ପ୍ରେରଣ କରାଯାଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅପହରଣ: ଥାନାରେ ମାମଲା

ହାଟଡ଼ିହୀ,୧l୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷିୟା କଲେଜ ଛାତ୍ରୀଙ୍କୁ ପନ୍ଦାଡୋ ଗ୍ରାମର ହରେକୃଷ୍ଣ ଦେବତାଙ୍କ ପୁଅ ଶିଶିର ଦେବତା(୩୫)…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ରାସ୍ତା ନିର୍ମାଣ ଦାବିରେ ତେଜିଲା ଆନ୍ଦୋଳନ

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ଖୋଲଡି ଗାଁ ରାସ୍ତା ବାତ୍ୟା ଅର୍ଣ୍ଣବ ପ୍ରଭାବରେ ବନ୍ୟା ପାଣିରେ ସମ୍ପୂର୍ଣ ଧୋଇ ଯାଇଛି।…

ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣଙ୍କ ସ୍ମୃତିସଭା

ପାଟଣା,୧ା୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କଣ୍ଟିଆପଡ଼ା ପଞ୍ଚଚାୟତ ଭଗପଶି ଗ୍ରାମ ବାସଭବନରେ ପୂର୍ବତନ ପାଟଣା ବିଧାୟକ କାହ୍ନୁଚରଣ ନାଏକଙ୍କ ଏକାଦଶ ଅବସରରେ ରବିବାର…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର, ପ୍ରଭାବିତଙ୍କୁ ୫୦ କେଜି ଚାଉଳ,ନଗଦ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ସାମ୍ପ୍ରତିକ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର,…

ସୂର୍ଯ୍ୟକୁମାରଙ୍କ ରେକର୍ଡ ଭାଙ୍ଗି ଟି୨୦ ଅନ୍ତର୍ଜାତୀୟ କ୍ରିକେଟରେ ଇତିହାସ ରଚିଲେ ଇଶାନ କିଷନ

ନୂଆଦିଲ୍ଲୀ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ୫ମ ତଥା ଶେଷ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଓପନର ଅଭିଷେକ ଶର୍ମା ଏବଂ ସଞ୍ଜୁ ସାମସନ ଶସ୍ତାରେ ଆଉଟ୍ ହେବା ପରେ ବିସ୍ଫୋରକ…

ଗିଡ଼ିପାବାଲି, ଡାଙ୍ଗେଶିରେ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି, ଆହୁରି ୧୧ ଜଣଙ୍କ ପତ୍ତା ଏବେ ବି ମିଳୁନି

ଭଞ୍ଜନଗର,୧ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଇବାଲି ପଞ୍ଚାୟତର ଗିଡ଼ିପାବାଲିରେ ଘଟିଥିବା ଭୂସ୍ଖଳନ ଘଟଣାରେ ରବିବାର ଆଉ ଦୁଇଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଏଥିସହ ଗିଡ଼ିପାବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?