ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ  ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ରବୀଚାଷ ପାଇଁ ଜଳ ସେଚନ ଆରମ୍ଭ କରାଯାଇଛି। ଜିଲାର ଜୟପାଟଣା, କଲମପୁର, ଜୁନାଗଡ଼, କୋକସରା ଓ ଧର୍ମଗଡ ବ୍ଲକର ସର୍ବମୋଟ ୫୩,୩୭୪ ହେକ୍ଟର ଚାଷଜମିକୁ ଜଳ ସେଚନ ଯୋଗାଇ ଦିଆଯିବା ନେଇ ପଦକ୍ଷେପ ନିଆଯାଇଛି। ବାମ ମୁଖ୍ୟ କେନାଲରୁ ୫ କ୍ୟୁସେକ ଓ ଦକ୍ଷିଣ ମୁଖ୍ୟ କେନାଲ ମାଧ୍ୟମରେ ୩ କ୍ୟୁସେକପାଣି ନିଷ୍କାସନ କରାଯାଇଛି। ପର୍ଯ୍ୟାୟ କ୍ରମେ ଏହା ବୃଦ୍ଧି କରାଯିବା ନେଇ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ଜଳ ସେଚନ ଆରମ୍ଭ ସମୟରେ ବାମ ମୁଖ୍ୟ କେନାଲର ଅଧିକ୍ଷଣ ଯନ୍ତ୍ରୀ ଇଂ ତୃପ କୁମାର ପାତ୍ର ଓ ଦକ୍ଷିଣ ମୁଖ୍ୟ କେନାଲର ଅଧିକ୍ଷଣ ଯନ୍ତ୍ରୀ ଇଂ ରାଜ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ ମାଛ ଦୋକାନ ହଟାଇଲେ ଏନ୍‌ଏସି କର୍ତ୍ତୃପକ୍ଷ

ବାଲିଗୁଡ଼ା,୨୨ା୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସମୟରେ ଛୋଟବଡ଼ ଦୁର୍ଘଟଣା ମାନ ଘଟୁଛି।...

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ନୂଆବର୍ଷ ସରିବାକୁ ବସିଲାଣି, ହେଲେ ଦାରିଙ୍ଗବାଡ଼ିରେ କମୁନି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): ନୂଆବର୍ଷ ଏବେ ସରିବାକୁ ବସିଲାଣି କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୀତର ମଜା ନେବା ପାଇଁ ଜିଲା ତଥା ଜିଲା ବାହାରୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

ଗାଡ଼ିମୋଟର ଯାଞ୍ଚ: କଟିଲା ୩୨ ଚାଲାଣ, ୨ ଲକ୍ଷ ୬୦ ହଜାର ଟଙ୍କା ଜରିମାନା

ଦାରିଙ୍ଗବାଡ଼ି,୨୨ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଆଞ୍ଚଳିକ ପରିବହନ ବିଭାଗ ଓ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ମିଳିତ ଭାବେ ବିଭିନ୍ନ ସ୍ଥାନରେ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri