ଖରିଫ ଚାଷ ପାଇଁ ଇନ୍ଦ୍ରାବତୀରୁ ଛଡ଼ାଗଲା ପାଣି

କୋକସରା,୧୦।୭(ଡି.ଏନ୍‌.ଏ.): ଚଳିତ ୨୦୨୨-୨୩ ଖରିଫ ଚାଷ ପାଇଁ କଳାହାଣ୍ଡି ଜିଲା ମୁଖୀଗୁଡ଼ାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାର ମେଗାଲିଫ୍ଟ କେନାଲ ମଙ୍ଗଳପୁର ବ୍ୟାରେଜରୁ ରବିବାର ପାଣି ଛଡାଯାଇଛି।

ଏହାଦ୍ୱାରା ଜୟପାଟଣା, କୋକସରା, ଧର୍ମଗଡ଼ ଏବଂ ଜୁନାଗଡ଼ ବ୍ଲକର ୨୫ ହଜାର ୨୭୫ ହେକ୍ଟର ଜମିରେ ଜଳସେଚନ ହେବା ସାଙ୍ଗକୁ ଚାଷକାର୍ଯ୍ୟ ହୋଇପାରିବ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ଏହି ଅବସରରେ ଉପର ଇନ୍ଦ୍ରାବତୀ ଡ୍ୟାମ୍‌ ନିର୍ବାହୀ ଯନ୍ତ୍ରୀ ଲିଫ୍ଟ କେନାଲ ଜଳସେଚନ କୁସୁମଖୁଣ୍ଟି ଇଂ. ଅକ୍ଷୟ କୁମାର ଭୋଇ, ଉପଖଣ୍ଡ ଇନ୍ଦ୍ରାବତୀ ଅଧିକାରୀ ଲିଫ୍ଟ କେନାଲ ମଙ୍ଗଳପୁର ଇଂ. ରାଜେଶ କୁମାର ପାତ୍ର, ଉପଖଣ୍ଡ ଅଧିକାରୀ ଲଡୁଗାଁ ଲିଫ୍ଟ ହେଡ ଚିଙ୍କୁରାଜ ପ୍ରଧାନ, ସହକାରୀ ଯନ୍ତ୍ରୀ ମିନିକେତନ ରଥ, ପ୍ରକଳ୍ପ ନିର୍ଦ୍ଦେଶକ ଇଂ. ରଘୁ ପତି, ଇଂ. ସୌମେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ରହିଥିଲେ।

ଜୟପାଟଣା ବ୍ଲକର ୭୬୬୮.୨ ହେକ୍ଟର, କୋକସରା ବ୍ଲକର ୧୧୩୦୧.୭୧ ହେକ୍ଟର, ଧର୍ମଗଡ଼ ବ୍ଲକର ୬୨୮୪.୮୩ ହେକ୍ଟର, ଜୁନାଗଡ଼ ବ୍ଲକର ୧୯.୯୩ ହେକ୍ଟର ମୋଟ ୨୫ ହଜାର ୨୭୫ ହେକ୍ଟର ଜମିରେ ପ୍ରଥମ ପର୍ଯ୍ୟାୟରେ ଜଳସେଚନ ଲାଗି ଏହି ପାଣି ଛଡାଯାଇଛି। ମଙ୍ଗଳପୁର ବ୍ୟାରେଜ ଗେଟ୍‌ରେ ପୂଜାର୍ଚ୍ଚନା ପରେ ପାଣି ଛଡା ଯାଇଥିବା ଏଲ୍‌ଏଣ୍ଡଟି କମ୍ପାନୀ କୁସୁମଖୁଣ୍ଟି ମେଗାଲିଫ୍ଟ କେନାଲ ଦାୟିତ୍ୱରେ ଥିବା ସହକାରୀ ଯନ୍ତ୍ରୀ ଅକ୍ଷୟ କୁମାର ଭୋଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri