ରବି ଚାଷ ପାଇଁ ଛଡ଼ାଗଲା ପାଣି

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀରୁ ଚଳିତ ରବି ଚାଷ ପାଇଁ ଜଳସେଚନ ଆରମ୍ଭ ହୋଇଛି। ଏଥିରେ ଇନ୍ଦ୍ରାବତୀ ବାମ, ଦକ୍ଷିଣ ଓ ମେଗା ଲିଫ୍ଟ କେନାଲ ମାଧ୍ୟମରେ ଚାଷୀଙ୍କୁ ଜଳ ଯୋଗାଣ କରାଯାଇଛି।

ଇନ୍ଦ୍ରାବତୀ ଜଳସେଚନ ଜିଲାର ଅର୍ଥନୀତି ଓ କର୍ମ ଯୋଗାଣ କ୍ଷେତ୍ରରେ ଜୀବନ ରେଖା ପାଲଟି ଥିବା ବେଳେ ଚଳିତ ରବି ଜଳସେଚନ ବାମ ମୁଖ୍ୟ କେନାଲରେ ୩୧,୩୧୫ ହେକ୍ଟର ସମେତ ଦକ୍ଷିଣ ମୁଖ୍ୟ କେନାଲରେ ୨୦,୦୭୩ ଓ ମେଗା ଲିଫ୍ଟ କେନାଲରେ ପରିବର୍ଦ୍ଧିତ ଆୟକଟ ସହିତ ୧୬, ୬୪୫ ହେକ୍ଟର ମୋଟ ୭୧,୨୭୪ ହେକ୍ଟର ଜମିରେ ଜଳସେଚନ ଲକ୍ଷ ରଖାଯାଇ ଥିବା ସୂଚନା ମିଳିଛି। ଏଥିରେ ପ୍ରାୟ ୩୩୫ ଗ୍ରାମର ଚାଷୀ ଉପକୃତ ହେବେ। ଅନ୍ୟପକ୍ଷରେ ଇନ୍ଦ୍ରାବତୀ ଜଳ ଭଣ୍ଡାରରେ ବର୍ତ୍ତମାନ ୬୩୬.୪୫ମିଟର ଜଳସ୍ତର ଥିବାରୁ ଚାଷୀଙ୍କ ମଧ୍ୟରେ ଏବେଠୁ ସୁରକ୍ଷିତ ଜଳସେଚନ ନେଇ ଆଶଙ୍କା ବଢ଼ିବାରେ ଲାଗିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପୁଣି କଫ ସିରପ କାରବାର ଚାଲିଥିବା  ଧରାପଡ଼ିଛି। ଜିଲାର କଟାପାଲି ରାସ୍ତାରେ ନିର୍ମାଣାଧୀନ ଏକ ଘରୁ ୫ ହଜାରରୁ ଊର୍ଦ୍ଧ୍ୱ କଫ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

ଆପଣଙ୍କ ଏଭଳି ଅବହେଳା ପାଇଁ ଚୋରି ହୋଇଯାଇପାରେ ବାଇକ୍‌, ଭୁଲ୍‌ରେ ବି କରନ୍ତୁ ନାହିଁ ଏହି କାମ…

ନୂଆଦିଲ୍ଲୀ,୨୧।୧: ଆଜିକାଲି ସମୟରେ ବାଇକ ପ୍ରାୟ ପ୍ରତ୍ୟେକ ଘରର ଦୈନନ୍ଦିନ ଜୀବନର ଅଂଶ ହୋଇଯାଇଛି। ବାଇକ ଦ୍ୱାରା ଘରୁ ବାହାରକୁ ଯିବାଠାରୁ ଆରମ୍ଭ କରି ଅନେକ...

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ...

କେତେ ପୂରୁଣା ହେବା ପରେ କିଣିବା ଦରକାର ନୂଆ ଫୋନ? ଜାଣନ୍ତୁ ନିୟମ

ଏକ ନୂତନ ଫୋନ କିଣିବା କ୍ରମଶଃ ମହଙ୍ଗା ହୋଇଗଲାଣି। ତେଣୁ, ଲୋକମାନେ ପୁରୁଣା ଫୋନ ବ୍ୟବହାର କରିବାରେ ଲାଗିପଡ଼ିଛନ୍ତି। କିଛି ଲୋକ ଫ୍ଲାଗସିପ ଫୋନ ବ୍ୟବହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri