ରବି ଚାଷ ପାଇଁ ଛଡ଼ାଗଲା ପାଣି

ଭବାନୀପାଟଣା,୯।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଇନ୍ଦ୍ରାବତୀରୁ ଚଳିତ ରବି ଚାଷ ପାଇଁ ଜଳସେଚନ ଆରମ୍ଭ ହୋଇଛି। ଏଥିରେ ଇନ୍ଦ୍ରାବତୀ ବାମ, ଦକ୍ଷିଣ ଓ ମେଗା ଲିଫ୍ଟ କେନାଲ ମାଧ୍ୟମରେ ଚାଷୀଙ୍କୁ ଜଳ ଯୋଗାଣ କରାଯାଇଛି।

ଇନ୍ଦ୍ରାବତୀ ଜଳସେଚନ ଜିଲାର ଅର୍ଥନୀତି ଓ କର୍ମ ଯୋଗାଣ କ୍ଷେତ୍ରରେ ଜୀବନ ରେଖା ପାଲଟି ଥିବା ବେଳେ ଚଳିତ ରବି ଜଳସେଚନ ବାମ ମୁଖ୍ୟ କେନାଲରେ ୩୧,୩୧୫ ହେକ୍ଟର ସମେତ ଦକ୍ଷିଣ ମୁଖ୍ୟ କେନାଲରେ ୨୦,୦୭୩ ଓ ମେଗା ଲିଫ୍ଟ କେନାଲରେ ପରିବର୍ଦ୍ଧିତ ଆୟକଟ ସହିତ ୧୬, ୬୪୫ ହେକ୍ଟର ମୋଟ ୭୧,୨୭୪ ହେକ୍ଟର ଜମିରେ ଜଳସେଚନ ଲକ୍ଷ ରଖାଯାଇ ଥିବା ସୂଚନା ମିଳିଛି। ଏଥିରେ ପ୍ରାୟ ୩୩୫ ଗ୍ରାମର ଚାଷୀ ଉପକୃତ ହେବେ। ଅନ୍ୟପକ୍ଷରେ ଇନ୍ଦ୍ରାବତୀ ଜଳ ଭଣ୍ଡାରରେ ବର୍ତ୍ତମାନ ୬୩୬.୪୫ମିଟର ଜଳସ୍ତର ଥିବାରୁ ଚାଷୀଙ୍କ ମଧ୍ୟରେ ଏବେଠୁ ସୁରକ୍ଷିତ ଜଳସେଚନ ନେଇ ଆଶଙ୍କା ବଢ଼ିବାରେ ଲାଗିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

ମମତା ବାନାର୍ଜୀଙ୍କ ଠାରୁ ଅଲଗା ହେବେ କି ବାବୁଲ ସୁପ୍ରିୟୋ? TMC ଏମପି ନିଜେ ଏକ ବିବୃତ୍ତି ଜାରି କରି କହିଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ବିପକ୍ଷରେ ଦମନମୂଳକ ପରାଜୟ ପରେ, ଟିଏମସି କ୍ରମାଗତ ଭାବରେ ଭାଙ୍ଗିପଡ଼ିଛି। ମମତା ବାନାର୍ଜୀଙ୍କ ନିକଟତମ ସହଯୋଗୀମାନେ ଗୋଟିଏ ପରେ ଗୋଟିଏ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri