Posted inଫୁରସତ

ଅର୍ଥନୈତିକ ବିକାଶରେ ଜଳପଥ

ଶିକାରୀ ଜୀବନ ଛାଡ଼ି ମଣିଷ ଚାଷବାସ କରିବାପରେ ନିଜ ଆଖପାଖରେ ଥିବା ଜନବସତି ମଧ୍ୟରେ ଦେଣନେଣ କାରବାର ଆରମ୍ଭ କରିଥିଲା। ସେତେବେଳେ ଗୋଟିଏ ଜିନିଷ ବଦଳରେ ଅନ୍ୟ ଦ୍ରବ୍ୟର ଦେଣନେଣ କରାଯାଉଥିଲା। ଏଭଳି କାର୍ଯ୍ୟରେ ସ୍ଥଳପଥ ତୁଳନାରେ ଜଳପଥ ବିଶେଷ ଉପଯୋଗୀ ସାବ୍ୟସ୍ତ ହୋଇଥିଲା। ସେବେଠାରୁ ମାନବ ସଭ୍ୟତାକୁ ବାଣିଜ୍ୟ କ୍ଷେତ୍ରରେ ଜଳପଥ ବହୁ ସହାୟତା ଯୋଗାଇ ଆସିଛି।
ଦେଶ ଦେଶ ମଧ୍ୟରେ ହେଉଥିବା ବାଣିଜ୍ୟ କାରବାରରେ ଜଳପଥର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଜଳପଥରେ ମୋଟ ବାଣିଜ୍ୟର ୮୦ ପ୍ରତିଶତ ପରିବହନ କରାଯାଇଥାଏ। ବାଣିଜ୍ୟ ଲାଗି ଜଳପଥର ଗୁରୁତ୍ୱ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ୧୯୪୮ରେ ଜାତିସଂଘ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଥିଲା। ପରେ ୧୯୫୮ରେ ଇଣ୍ଟର-ଗଭର୍ନମେଣ୍ଟାଲ ମେରିଟାଇମ୍‌ କନସଲଟିଭ୍‌ ଅର୍ଗାନାଇଜେଶନ (ଆଇଏମ୍‌ସିଓ) ଗଠନ କରାଯାଇଥିଲା। ସେତେବେଳେ ଏହାର ସଦସ୍ୟ ସଂଖ୍ୟା ୨୧ ଥିବାବେଳେ ଏବେ ଏହା ୧୬୭ରେ ପହଞ୍ଚିଛି। ଏହାପରେ ୧୯୭୮ ମାର୍ଚ୍ଚ ୧୭ରେ ବିଶ୍ୱ ମେରିଟାଇମ୍‌ ଦିବସ ପାଳନ କରାଯାଇଥିଲା। ୧୯୮୨ରେ ଏହାକୁ ଅନ୍ତର୍ଜାତୀୟ ମେରିଟାଇମ୍‌ ଅର୍ଗାନାଇଜେଶନ ଭାବେ ନାମିତ କରାଯାଇଥିଲା।
ଜଳପଥର ଗୁରୁତ୍ୱ ଉପଲବ୍ଧି କରାଇବା ଲାଗି ପ୍ରତିବର୍ଷ ସେପ୍ଟେମ୍ବର ଶେଷ ଗୁରୁବାରକୁ ଓ୍ବାଲର୍‌ଡ ମେରିଟାଇମ୍‌ ଡେ’(ବିଶ୍ୱ ନୌବାଣିଜ୍ୟ ଦିବସ) ଭାବେ ପାଳନ କରାଯାଉଛି। ଚଳିତ ୨୦୨୧ରେ ଏହା ସେପ୍ଟେମ୍ବର ୩୦ରେ ପାଳନ କରାଯାଉଥିବାବେଳେ ବିଶ୍ୱବ୍ୟାପୀ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri