Posted inଜାତୀୟ

ଲାଲୁଙ୍କ ଘରେ ଖୁସିର ଲହରୀ, ଦ୍ୱିତୀୟ ଥର ବାପା ହେଲେ ତେଜସ୍ବୀ

ପାଟନା,୨୭।୫: ବିହାରର ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପରିବାରରୁ ଏକ ବଡ଼ ଖୁସି ଖବର ଆସିଛି। ଲାଲୁ ଯାଦବ ପୁଣି ଥରେ ଜେଜେବାପା ହୋଇଯାଇଛନ୍ତି। ସେହିପରି ତେଜସ୍ବୀ ଯାଦବ ଦ୍ୱିତୀୟ ଥର ପାଇଁ ବାପା ହୋଇଛନ୍ତି। ତେଜସ୍ବୀ ଯାଦବ ନିଜେ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ନାତିର ଜନ୍ମ ପରେ ଲାଲୁଙ୍କ ପରିବାରରେ ଖୁସିର ଲହରୀ ଖେଳିଯାଇଛି।
ସୂଚନାଯୋଗ୍ୟ, ତେଜସ୍ବୀ ରବିବାର କୋଲକାତା ଯାଇଥିଲେ। ସୋମବାର ଲାଲୁ ପ୍ରସାଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ଏବଂ ଏମପି ଡକ୍ଟର ମିସା ଭାରତୀ ଅନ୍ୟ ସମ୍ପର୍କୀୟମାନଙ୍କ ସହିତ କୋଲକାତାରେ ପହଞ୍ଚିଥିଲେ। ସେତେବେଳକୁ ତେଜସ୍ବୀଙ୍କ ପତ୍ନୀ ହସ୍ପିଟାଲର ପହଞ୍ଚି ସାରିଥିଲେ। ତେଜସ୍ବୀଙ୍କ ପ୍ରଥମ ସନ୍ତାନ ୨୦୨୩ ମସିହାରେ ନବରାତ୍ରିରେ ଜନ୍ମ ହୋଇଥିଲା। ସେ ଷଷ୍ଠୀ ଦିନ ଜନ୍ମ ହୋଇଥିବାରୁ, ତାଙ୍କର ନାମ କାତ୍ୟାୟନୀ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଜନ୍ମାଷ୍ଟମୀରେ ୪ଟି ବଡ଼ ରାଜଯୋଗ: ଚମକିବ ୫ ରାଶିର ଭାଗ୍ୟ, ପ୍ରଚୁର ଧନଲାଭକୁ ମିଳିବ ବଡ଼ ସଫଳତା

ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ପର୍ୱ ‘ଜନ୍ମାଷ୍ଟମୀ’ ସେପ୍ଟେମ୍ୱର ୪ ତାରିଖରେ ପାଳିତ ହେବ। ଧାର୍ମିକ ଦୃଷ୍ଟିକୋଣରୁ ଜନ୍ମାଷ୍ଟମୀ ଦିନଟି ବେଶ ସ୍ୱତନ୍ତ୍ର ହୋଇଥିବା ବେଳେ ଏଥର ଗ୍ରହମାନଙ୍କ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri