ବାସ୍ତୁଦୋଷ ଦୂର କରିବାର ଉପାୟ

ଘରେ ବାରମ୍ବାର କଳହ ଲାଗିବା, ଉନ୍ନତି ପଥରେ ବାଧା ଉପୁଜିବା, ରୋଜଗାର ତୁଳନାରେ ଖର୍ଚ୍ଚ ବଢିବା, ରୋଗବ୍ୟାଧି ଲାଗି ରହିବା ଇତ୍ୟାଦି ହେଉଛି ବାସ୍ତୁଦୋଷର ଗୋଟିଏ ଗୋଟିଏ ଲକ୍ଷଣ। ଏଥିରୁ ମୁକ୍ତି ପାଇବାକୁ ବାସ୍ତୁଶାସ୍ତ୍ରରେ କିଛିଟା ସହଜ ଉପାୟ କୁହାଯାଇଛି। ଯେମିତିକି…
ଘରର ମୁଖ୍ୟ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ସହ ଭଲ ଆଲୋକ ବ୍ୟବସ୍ଥା କଲେ, ଘରକୁ ସହଜରେ ନକାରାତ୍ମକ ଶକ୍ତି ପ୍ରବେଶ କରିପାରେନି; ଯଦ୍ଦ୍ବାରା ଘରେ ବାସ୍ତୁ ସମସ୍ୟା ଦେଖାଯାଏ ନାହିଁ।
ଘରେ ଲାଗିଥିବା କୌଣସି ଟ୍ୟାପ୍‌ରୁ ଯେମିତି ପାଣି ଲିକ୍‌ କରୁ ନ ଥିବ ସେଥିପ୍ରତି ଧ୍ୟାନ ଦେବେ। ତା’ସହିତ ଜଳ ନିଷ୍କାସନର ବ୍ୟବସ୍ଥା ଘରର ପୂର୍ବ କିମ୍ବା ଉତ୍ତର ଦିଗରେ କଲେ ମଧ୍ୟ ଘରେ ବାସ୍ତୁଦୋଷ ଠିକ୍‌ ରହିଥାଏ ବୋଲି କୁହାଯାଏ।
ସେହିପରି ପାଣି ଟାଙ୍କିକୁ ଘରର ଉତ୍ତର-ପୂର୍ବ ଦିଗରେ ରଖିବା ଦ୍ୱାରା ବି ଘରେ ଐଶ୍ୱର୍ଯ୍ୟ ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ।
ଅନ୍ୟପକ୍ଷେ ଘରର ବାଥ୍‌ରୁମ୍‌କୁ ସର୍ବଦା ସଫା ରଖିବା ଦରକାର। ଏଠାରୁ ଯେମିତି ଦୁର୍ଗନ୍ଧ ବାହାରୁ ନଥିବ ସେଥିପ୍ରତି ବି ଧ୍ୟାନଦେଲେ ଘରେ ବାସ୍ତୁଦୋଷ ଉପୁଜେ ନାହିଁ।
ଗୃହରେ କେବେବି ଗୋଟିଏ ରେଖାରେ ତିନୋଟି କବାଟ ରହିବା ଉଚିତ୍‌ ନୁହେଁ। ଏହାଦ୍ୱାରା ବି ବାସ୍ତୁଦୋଷ ଉପୁଜିଥାଏ।
ଘରେ କେବେ ବି କୌଣସି ଭଙ୍ଗାରୁଜା ଜିନିଷ କିମ୍ବା ଅଳିଆ ଆବର୍ଜନାକୁ ଗଦେଇକରି ରଖିବା ଠିକ୍‌ ନୁହେଁ। ଏହାର କୁପ୍ରଭାବ ମଧ୍ୟ ଘରର ସୁଖଶାନ୍ତି ଉପରେ ପଡିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?