ହାତ ପାଆନ୍ତାରେ ଉପାୟ

ହୃତ୍‌ପିଣ୍ଡ ବା ହାର୍ଟକୁ ସୁସ୍ଥ ରଖିବାର ଏକ ସରଳ ତଥା ସହଜ ଉପାୟ ରହିଛି। ତାହା ପୁଣି ହାତ ପାଆନ୍ତାରେ। ସେହି ଉପାୟଟି କ’ଣ ଜାଣନ୍ତି ? ହସିବା। ଅର୍ଥାତ୍‌, ହସିବା ଦ୍ୱାରା ହୃତ୍‌ପିଣ୍ଡ ସୁସ୍ଥ ରହିଥାଏ ବୋଲି ୟୁନିଭର୍ସିଟି ଅଫ କାଲିଫର୍ନିଆର ହୃଦ୍‌ରୋଗ ବିଶେଷଜ୍ଞଙ୍କ ଦ୍ୱାରା ହୋଇଥିବା ଏକ ସର୍ଭେରୁ ଜଣାପଡିଛି। ହସିବା ଏକ ଭଲ ବ୍ୟାୟାମ। ଏହାଦ୍ୱାରା ଜଣେ ବ୍ୟକ୍ତି ଅନେକାଂଶରେ ସୁସ୍ଥ ରହିଥାଏ। ତେବେ ଏହାର ପ୍ରଭାବ ହୃତ୍‌ପିଣ୍ଡ ଉପରେ କିପରି ପଡୁଛି ସେ ସମ୍ପର୍କରେ ଜାଣିବା ପାଇଁ ଉକ୍ତ ୟୁନିଭର୍ସିଟି ପକ୍ଷରୁ ‘ହସ ଏବଂ ହୃତ୍‌ପିଣ୍ଡ’ ଶୀର୍ଷକ ବିଷୟକୁ ନେଇଏକ ସର୍ଭେ କରାଯାଇଥିଲା। ଯେଉଁମାନେ ଅଧିକାଂଶ ସମୟ ହସୁଥିଲେ କିମ୍ବା ଖୁସିର ମାହୋଲ ଭିତରେ ରହୁଥିଲେ ସେମାନଙ୍କର ହୃତ୍‌ପିଣ୍ଡ ପୂର୍ବାପେକ୍ଷା ସକ୍ରିୟ ଭାବରେ କାମ କରୁଥିଲା ବୋଲି ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ଆଜି ବିଶ୍ୱ ଆଲ୍‌ଜିମର୍ସ ଦିବସ: ଏହି ରୋଗ ହେଲେ ରୋଗୀର…

ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ମଧ୍ୟରୁ ‘ଆଲ୍‌ଜିମର୍ସ’ ଅନ୍ୟତମ। ଉକ୍ତ ରୋଗରେ ସ୍ମରଣ ଶକ୍ତି ଲୋପ ପାଇଯିବା ହେଉଛି ପ୍ରଧାନ ଲକ୍ଷଣ। ଏହି ରୋଗ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କନ୍ୟା ରାଶିରେ ସୂର୍ଯ୍ୟଙ୍କ ଏଣ୍ଟ୍ରି: ମାସେ ଯାଏ ୫ ରାଶିଙ୍କୁ ଫାଇଦା ହିଁ ଫାଇଦା, ମାଲାମାଲ ହେବେ…

ନବଗ୍ରହଙ୍କ ମଧ୍ୟରେ ରାଜାର ପଦବୀ ପାଇଥିବା ସୂର୍ଯ୍ୟଦେବ ୧୭ ସେପ୍ଟେମ୍ୱରରେ ନିଜର ମିତ୍ର ଗ୍ରହ ବୁଧଙ୍କ ରାଶି କନ୍ୟାରେ ପ୍ରବେଶ କରିସାରିଛନ୍ତି। ସେ ୧୭ ଅକ୍ଟୋବର ୨୦୨୬…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

୨୦୨୭ରେ ମେଷ ରାଶିକୁ ଯିବେ ଶନି: ବର୍ଷ ଆରମ୍ଭରୁ ଆର୍ଥିକ ସମସ୍ୟାରେ ବୁଡିରହିବେ ଏହି ରାଶି, ଏମାନଙ୍କ ଉପରେ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ ଅନୁଶାସନ, କର୍ମ ଓ ନ୍ୟାୟର ଗ୍ରହ ବୋଲି ମନେ କରାଯାଏ। ଅନ୍ୟ ଗ୍ରହଙ୍କ ତୁଳନାରେ ଶନିଙ୍କ ଗତି ଧୀର ହୋଇଥିବାରୁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?