ସ୍ମୃତିଶକ୍ତି ବୃଦ୍ଧିର ଉପାୟ

ଶୀଘ୍ର ଉଠିବାକୁ ଚେଷ୍ଟା କରିବା ଦରକାର। କିଛି ବର୍ଷ ପୂର୍ବେ ଏସବୁ ନିୟମକୁ ଲୋକେ ଉପଯୋଗ କରୁଥିଲେ। ଏବେ କିନ୍ତୁ ଅଧିକାଂଶ ଲୋକେ ସକାଳ ୮ଟା ପରେ ଶଯ୍ୟା ତ୍ୟାଗ କରୁଥିବାର ଦେଖିବାକୁ ମିଳୁଛି। ହେଲେ ଏପରି କରିବା ଆଦୌ ଠିକ୍‌ ନୁହେଁ। ଭୋରବେଳା ଉଠି କିଛି ସମୟ ଛାତ ଉପରେ ଚାଲିବା ସହ ସୂର୍ଯ୍ୟୋଦୟକୁ ଦେଖିବାର ଅଭ୍ୟାସ କରିବା ଉଚିତ୍‌। ସ୍ମୃତିଶକ୍ତ ବଢାଇବାର ଏହା ଏକ ସର୍ବୋତ୍ତମ ଉପାୟ ଅଟେ।

ଭାରତୀୟଙ୍କର ଏକ ମୁଖ୍ୟ ପାନୀୟ ହେଉଛି ଚା’ ଓ କଫି। ଅଧିକାଂଶ ଲୋକ ଦିନକୁ ୪-୫ ଥର ଏହି ପାନୀୟ ପିଇଥାନ୍ତି। ବିଶେଷଜ୍ଞଙ୍କ ମତରେ କଫି କିମ୍ବା ଚା’ ପିଇବା ପରିବର୍ତ୍ତେ ବରଂ ଗ୍ରୀନ୍‌ ଟି ପିଇବାର ଅଭ୍ୟାସ କରିବା ଉଚିତ୍‌। ସ୍ବାସ୍ଥ୍ୟ ପାଇଁ ହିତକାରୀ ଗ୍ରୀନ୍‌-ଟି ଆମ ସ୍ମୃତିଶକ୍ତି ବଢାଇବାରେ ବି ସହାୟକ ବୋଲି ଗବେଷଣାରୁ ଜଣାପଡିଛି।

ଜଙ୍କଫୁଡ୍‌ଠାରୁ ଦୂରେଇବା ଆବଶ୍ୟକ। ଏସବୁ ଖାଦ୍ୟ ଓଜନ ବଢାଇବା ସହ ଆମ ସ୍ମୃତିଶକ୍ତିକୁ ମଧ୍ୟ ଦୂର୍ବଳ କରିଥାଏ। ନିୟମିତ ଭାବେ ଫଳ ଖାଇବାର ଅଭ୍ୟାସ କରନ୍ତୁ। ପ୍ରଚୁର ପରିମାଣର ପୋଷକତତ୍ତ୍ୱରେ ଭରପୂର ଫଳ ଖାଇଲେ ଶରୀରକୁ ଶକ୍ତି ମିଳିବା ସହ ସ୍ମୃତିଶକ୍ତି ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତିଶାଳୀ ମଣିଷକୁ ଭିତରୁ ଭାଙ୍ଗିଦିଏ ଏହି ୫ଟି ଜିନିଷ, ଆଚାର୍ଯ୍ୟ ଚାଣକ୍ୟଙ୍କ ଠାରୁ ଜାଣନ୍ତୁ କିପରି ରହିବେ ସାବଧାନ

ମଣିଷ ଜୀବନରେ ଏମିତି ଅନେକ ପରିସ୍ଥିତି ଆସିଥାଏ, ଯାହା ଯୋଗୁଁ ତାକୁ ନିରାଶ ଏବଂ ହତାଶ ହେବାକୁ ପଡ଼ିଥାଏ। ଜୀବନର ଏହି କଠିନ ସମୟ ଏବଂ ସମସ୍ୟା…

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

ଅଗଷ୍ଟର ଶେଷ ସପ୍ତାହ ଏହି ୫ ରାଶି ପାଇଁ ରହିବ ବହୁତ ଖାସ୍‌: ବଢିବ ଦରମା ସାଙ୍ଗକୁ…

ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ୨୯ ଅଗଷ୍ଟ ୨୦୨୬ ଦିନଟି ବେଶ ବିଶେଷ ରହିପାରେ। ଏହି ଦିନଠାରୁ ଭାଦ୍ରବ ମାସ ଆରମ୍ଭ ହେଉଥିବା ବେଳେ କୃଷ୍ଣପକ୍ଷ ପ୍ରତିପଦା…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri