Posted inଜାତୀୟ

ଆଫଗାନିସ୍ତାନ ନାଗରିକଙ୍କ ହାତରେ ମମତା ବାନାର୍ଜିଙ୍କ ଫଟୋ ଥିବା ରାଖୀ

କୋଲକତା,୨୨।୮: ଆଫଗାନିସ୍ତାନରେ ତାଲିବାନ ଶାସନର ଆଗମନ ପରେ ସମଗ୍ର ବିଶ୍ୱ ଆଫଗାନିସ୍ତାନ ନାଗରିକଙ୍କ ସହ ସମବେଦନା ଜଣାଉଛି। ବଙ୍ଗଳା ସରକାର ମଧ୍ୟ ଆଫଗାନିସ୍ତାନ ନାଗରିକଙ୍କ ସମ୍ମାନ ଦେବା ପାଇଁ ଏକ ନିଆରା ଉପାୟ ଅବଲମ୍ବନ କରିଛି। ଆଜି ଭାରତରେ ରାଖୀ ପୂର୍ଣ୍ଣିମା ପାଳନ କରାଯାଉଥିବାବେଳେ ଏହି ଉତ୍ସବକୁ ଏକ ରାଜନୈତିକ ବାର୍ତ୍ତା ଭାବରେ ବ୍ୟବହାର କରିଛି ତୃଣମୂଳ କଂଗ୍ରେସ। ଉତ୍ତର ୨୪ ପରଗଣା ଜିଲାର ରରକ୍ଷା ବନ୍ଧନ ଅବସରରେ ଆଫଗାନିସ୍ତାନ ନାଗରିକମାନଙ୍କୁ ମମତା ବାନାର୍ଜୀଙ୍କ ଫଟୋ ଥିବା ରାଖୀ ବନ୍ଧା ଯାଇଥିଲା। କେବଳ ଏତିକି ନୁହେଁ, ଏହି ରାଖୀରେ ‘ଦିଲ୍ଲୀ ଚଲୋ’ର ବାର୍ତ୍ତା ମଧ୍ୟ ଲେଖାଯାଇଥିଲା।

ସୂଚନାଯୋଗ୍ୟ ଯେ, ବଙ୍ଗଳାରେ ବିଧାନସଭା ନିର୍ବାଚନ ଜିତିବା ପରେ ମମତା ବାନାର୍ଜୀ ‘ଦିଲ୍ଲୀ ଚାଲୋ’ ସ୍ଲୋଗାନ ଦେଉଛନ୍ତି। ଖେଲା ହୋବେଙ୍କ ସ୍ଲୋଗାନ ପରେ ତାଙ୍କ ଦଳ ତୃଣମୂଳ କଂଗ୍ରେସ ମଧ୍ୟ କ୍ରମାଗତ ଭାବରେ ‘ଦିଦି ଏବାର ଦିଲୀ ଚଲୋ’ର ସ୍ଲୋଗାନ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରୁଛନ୍ତି ଫିଲିପ୍‌, ବାପାଙ୍କୁ ଆସିଲା ଏମିତି କଲ୍‌…

ଗୁଡ଼ାରି,୧୫ା୭(ପ୍ରମୋଦ ପତି): ଦାଦନ ଖଟିବାକୁ କେରଳ ରାଜ୍ୟକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଛନ୍ତି ଗୁଡ଼ାରି ବ୍ଲକର ଏମ୍‌କେ ରାଇ ପଞ୍ଚାୟତ ଅନ୍ତର୍ଗତ ମକାଗୁଡ଼ା ଗ୍ରାମର ଅବିବାହିତ…

ପୁରୀ ରଥଯାତ୍ରା ଡ୍ୟୁଟିବେଳେ ପ୍ରାଣ ହରାଇଥିବା ହୋମଗାର୍ଡଙ୍କ ପରିବାରକୁ ସହାୟତା

ବଞ୍ଚୋ,୧୫ା୭(ପ୍ରଦୋଷ ବିଶ୍ୱାଳ): ପୁରୀ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଡ୍ୟୁଟିରେ ନିୟୋଜିତ ଥିବା ସମୟରେ କେନ୍ଦୁଝର ପୋଲିସ ବିଭାଗର ଜଣେ ହୋମଗାର୍ଡଙ୍କ ଅକାଳ ବିୟୋଗ ଘଟିଥିଲା। ଏହି ଘଟଣା ସମଗ୍ର…

ବଙ୍ଗରେ ଚହଳ! ଟିଏମସିରେ ଫାଟ ଭିତରେ ବଡ଼ କଥା କହିଦେଲେ ମମତା, ଅଭିଷେକ ବାନାର୍ଜୀ

କୋଲକାତା,୧୫।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ମୁଖ୍ୟ ମମତା ବାନାର୍ଜୀ ବୁଧବାର ଏକ ବିଦ୍ରୋହ ମଧ୍ୟରେ ଅଭିଷେକ ବାନାର୍ଜୀଙ୍କୁ ସମର୍ଥନ ଜଣାଇଛନ୍ତି । ଟିଏମସିକୁ ପୁନଃଗଠନ…

ସେବାୟତଙ୍କୁ ଶ୍ରୀମନ୍ଦିର ସେବାରୁ ନିଲମ୍ବନ କଲେ ମୁଖ୍ୟ ପ୍ରଶାସକ

ପୁରୀ,୧୫ା୭(ଅଜିତ୍‌ ମହାନ୍ତି): ଶ୍ରୀମନ୍ଦିରରେ ନୀତି ସମ୍ପାଦନରେ ଶୃଙ୍ଖଳା ରକ୍ଷା ପ୍ରତି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ସର୍ବଦା ସର୍ବୋଚ୍ଚ ଗୁରୁତ୍ୱ ଦେଇଆସୁଛି। ବୁଧବାର ଉଭାପର୍ବରେ ନୀତିକାନ୍ତି ପାଳନ ସମୟରେ…

ସରିଲା ଚାକିରି, କର୍ମମୟ ଜୀବନକୁ ମନେ ପକାଇ ଭାବବିହ୍ବଳ ହେଲେ ପ୍ରଧାନଶିକ୍ଷକ…

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତୁଳସୀପଲ୍ଲୀ କ୍ଷେତ୍ରମଣି ମଧ୍ୟ ଇଂରାଜୀ ବିଦ୍ୟାପୀଠର ପ୍ରଧାନ ଶିକ୍ଷକ ଡକ୍ଟର ସୁରେଶ ଚନ୍ଦ୍ର ପଣ୍ଡାଙ୍କୁ ବିଦ୍ୟାଳୟ ତରଫରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri