Posted inଜାତୀୟ

ପଶ୍ଚିମବଙ୍ଗରେ ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ

କୋଲକାତା,୮।୭: ନିର୍ବାଚନ ପ୍ରଚାରକୁ ନେଇ ବହୁ ପରିଶ୍ରମ, ପାର୍ଥୀପତ୍ର ଦାଖଲ ସମୟରେ ହିଂସା, ବହୁ ଘଟଣା ଦୁର୍ଘଟଣା ପରେ ଶେଷରେ ଶନିବାର ସକାଳେ ଆରମ୍ଭ ହୋଇଛି ପଶ୍ଚିମବଙ୍ଗ ପଞ୍ଚାୟତ ନିର୍ବାଚନ ଲାଗି ଭୋଟ ଗ୍ରହଣ।
ପ୍ରାର୍ଥୀପତ୍ର ଦାଖଲ ସମୟରେ ହୋଇଥିବା ହିଂସା ଭଳି ଭୋଟ ଗ୍ରହଣ ଠିକ ପୂର୍ବରୁ ବି ଏମିତି ହିଂସା ଦେଖାଦେଇଛି। ଶୁକ୍ରବାର ରାତିରେ ତ୍ରୁଣମୂଳ କଂଗ୍ରେସ ଓ କଂଗ୍ରେସର କର୍ମୀମାନଙ୍କ ମଧ୍ୟରେ ସଂଘର୍ଷ ହୋଇଛି। ଗୋଟିଏ ଘରକୁ ଭାଙ୍ଗି ଦିଆଯାଇଛି। ସେହିପରି ଜଣେ ଭାଜପା କର୍ମୀଙ୍କ ଘର ଉପରକୁ ଟିଏମସି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ଆସିଛି। ଏଥିରେ ଜଣେ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
ସ୍ଥାନେ ସ୍ଥାନେ ଏପରି ହିଂସାକୁ ଦେଖି ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇ ଭୋଟ ଗ୍ରହଣ ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

ନଡ୍ଡାଙ୍କ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାହାରିଲା ସାପ, ଭାଜପା ଅଧ୍ୟକ୍ଷ କହିଲେ…

ପାଟନା,୭।୯: ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ତଥା କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଦୁଇ ଦିନିଆ ଗସ୍ତରେ ବିହାରରେ ଅଛନ୍ତି। ପାଟନାରେ ଥିବା ଇନ୍ଦିରା ଗାନ୍ଧୀ...

ସଞ୍ଜୟ ରୟଙ୍କୁ ଜାମିନ ଦିଆଯିବ….ସିବିଆଇକୁ ସିଧା ଶୁଣାଇଦେଲେ କୋର୍ଟ

କୋଳକାତା,୭।୯: ‘ଆମେ ସଞ୍ଜୟ ରୟଙ୍କୁ ଜାମିନ ଦେଇ ଦେବା ଉଚିତ… କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାର...

ଯୋଗୀଙ୍କ କାନରେ ଏମିତି କ’ଣ କହିଲେ ଉପରାଷ୍ଟ୍ରପତି, ହସି ପକାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୯: ରାଜନୀତିର ଏକ ଭାଇରାଲ ଫଟୋକୁ ନେଇ ଏବେ ଆଲୋଚନା ଯୋର ଧରିଛି। ଯାହା ସୋସିଆଲ ମିଡିଆରେ ଆଲୋଚନାର ବିଷୟ ହୋଇ ରହିଛି। ଏହି ଫଟୋ...

‘କବରରେ ଶୋଇଥିବା ଭୋଟରଙ୍କୁ…’ଜମ୍ମୁ-କଶ୍ମୀର ନିର୍ବାଚନ ପୂର୍ବରୁ ଏମିତି କହିଲେ ଶାହା

ଶ୍ରୀନଗର,୭।୯: ଜମ୍ମୁ କଶ୍ମୀରରେ ନିର୍ବାଚନ ପାଇଁ ଅଧିକ ସମୟ ବାକି ନାହିଁ। ନିର୍ବାଚନ ପୂର୍ବରୁ ପ୍ରଥମ ରାଲିରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ...

ମଣିପୁରରେ ପୁଣି ବ୍ୟାପିଲା ହିଂସା, ଜିରିବାମରେ ୫ ମୃତ

ଇମ୍ଫାଲ,୭।୯: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ଗତ କିଛିମାସ ହେବ ମଣିପୁର ହିଂସାର ନିଆଁରେ ଜଳିବାରେ ଲାଗିଛି। ଏବେ ଜିରିବାମରେ ହୋଇଥିବା ହିଂସାରେ ୫...

ନିର୍ବାଚନ ପାଇଁ ଭାଜପାର ଖାସ୍‌ ପ୍ଲାନିଂ: ନିତିନ ଗଡକରୀଙ୍କୁ ବଡ଼ ଦାୟିତ୍ୱ

ପୁଣେ,୭।୯: ଆସନ୍ତା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ମହାରାଷ୍ଟ୍ରର ସମସ୍ତ ଭାଜପାନେତା ଅଂଶଗ୍ରହଣ କରିବେ। ମହାରାଷ୍ଟ୍ର ଭାଜପା ୟୁନିଟ...

୩ ଡାକ୍ତର ନିଲମ୍ବିତ, ସନ୍ଦୀପ ଘୋଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

କୋଲକାତା,୭ା୯: ଆର୍‌.ଜି କର ମେଡିକାଲ ମାମଲାରେ ପଶ୍ଚିମବଙ୍ଗ ମେଡିକାଲ କାଉନସିଲ (ଡବ୍ଲ୍ୟୁବିଏମ୍‌ସି) ଦ୍ୱାରା ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଶନିବାର ଡବ୍ଲ୍ୟୁବିଏମ୍‌ସି ତିନି ଜଣ ଡାକ୍ତରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri