Posted inରାଜ୍ୟ

‘ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ, ଓଡ଼ିଶାରେ ଭୋଟ୍ ଦେବେ ୩ କୋଟି ୩୨ ଲକ୍ଷ ଭୋଟର’: ମୁଖ୍ୟ ନିର୍ବାଚନ ଆୟୁକ୍ତ

ଭୁବନେଶ୍ୱର,୧୭।୨: ସାଧାରଣ ନିର୍ବାଚନ-୨୦୨୪ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଥିବା କହିଛନ୍ତି ମୁଖ୍ୟ ନିର୍ବାଚନ ଆୟୁକ୍ତ। ଗଲା ତିନିଦିନ ହେଲା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା ନେଇ ଭୁବନେଶ୍ୱରରେ ବୈଠକ ଚାଲିଛି। ଭାରତର ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଏବଂ ନିର୍ବାଚନ କମିଶନଙ୍କ ୭ ଜଣିଆ ପଦାଧିକାରୀ ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ୍‌‌ ମହାନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି।

ସମୀକ୍ଷା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଶନିବାର ସନ୍ଧ୍ୟାରେ ଗଣମାଧ୍ୟମକୁ ସମ୍ବୋଧନ କରି ଓଡ଼ିଶାରେ ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ ଥିବା କହିଛନ୍ତି। ଉଭୟ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପାଇଁ ଆମେ ପ୍ରସ୍ତୁତ ଅଛୁ। ନିର୍ବାଚନ ପରିଚାଳନା ପାଇଁ ସମସ୍ତ ପ୍ରସ୍ତୁତି ପର୍ବ ସରିଯାଇଛି। ମତଦାନ ସାବ୍ୟସ୍ତ କରିବାକୁ ସବୁ ଭୋଟର ଆସନ୍ତୁ, ଗଣତନ୍ତ୍ର ମହାପର୍ବରେ ସାମିଲ ହୁଅନ୍ତୁ ବୋଲି ସେ ଆହ୍ୱାନ କରିଛନ୍ତି। ଆଗାମୀ ନିର୍ବାଚନରେ ଓଡ଼ିଶାରେ ମୋଟ ୩ କୋଟି ୩୨ ଲକ୍ଷ ଭୋଟର ଭୋଟ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?