Posted inଜାତୀୟ

ଅପରେଶନ ଲୋଟସକୁ ଆମେ ଭୟ କରୁନୁ, କହିଲେ ମୁଖ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୨।୮ : ଝାଡଖଣ୍ଡରେ ସରକାରଙ୍କୁ ଅସ୍ଥିର କରିବା ପାଇଁ ଅପରେଶନ ଲୋଟସ ଅଭିଯାନ ଚଳାଇଥିବା ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଆମେ ଅପରେଶନ ଲୋଟସକୁ ଭୟ କରୁ ନାହିଁ।

ଝାଡଖଣ୍ଡର ୩ ଜଣ କଂଗ୍ରେସ ବିଧାୟକଙ୍କ ପାଖରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରାଯିବା ପରେ ସେ କହିଥିଲେ ଯେ କଂଗ୍ରେସ ବିଧାୟକମାନେ ସେମାନଙ୍କ ଉଦ୍ଦେଶ୍ୟରେ ସଫଳ ହୋଇପାରିବେ ନାହିଁ ଏବଂ ଏହା ପୂର୍ବରୁ ପୋଲିସ ସେମାନଙ୍କୁ ଧରିଥିଲା। ହେମନ୍ତ ସୋରେନ ଏହି ମାମଲାରେ ଭାଜପାକୁ କଡ଼ା ସମାଲୋଚନା କରିଥିଲେ। ଗଣତନ୍ତ୍ରକୁ ଧ୍ୱଂସ କରିବାକୁ ଭାଜପା ଷଡ଼ଂନ୍ତ୍ର କରୁଥିବା ସେ ଅଭିଯୋଗ କରିଛନ୍ତି। ଏହା ଦ୍ୱାରା ଆମେ ବିଚଳିତ ନୁହଁ। ଭବିଷ୍ୟତରେ ମଧ୍ୟ ଆମେ ଏହାକୁ ନେଇ ଶଙ୍କା ପ୍ରକାଶ କରିବୁ ନାହିଁ ବୋଲି ହେମନ୍ତ ସୋରେନ୍‌ କହିଛନ୍ତି।

ଏହାପୂର୍ବରୁ ସୋମବାର ହେମନ୍ତ ସୋରେନ ତାଙ୍କ ସରକାରକୁ ଅସ୍ଥିର କରିବାକୁ ଚେଷ୍ଟା କରୁଥିବା ଅଭିଯୋଗ କରିଥିଲେ। ସେ କହିଥିଲେ ଯେ କ୍ଷମତା ବିନା ଭାଜପା ବର୍ତ୍ତମାନ ପାଣି ବିନା ମାଛ ପରି ହେଉଛ। ଭାଜପା ଏକ ନୂଆ ପ୍ରକାରର ରାଜନୈତିକ ପରିଭାଷା ଲେଖିବାକୁ ଚେଷ୍ଟା କରୁଛି ଯାହା ଦେଶର ଗଣତନ୍ତ୍ର ପାଇଁ କ୍ଷତିକାରକ ସାବ୍ୟସ୍ତ ହେବ। ସୋରେନ କହିଛନ୍ତି ଯେ ଆଜି ଅଣ-ଭାଜପା ରାଜ୍ୟଗୁଡ଼ିକର ପରିସ୍ଥିତି ଆମ ସମସ୍ତଙ୍କ ସାମ୍ନାରେ ଅଛି। ଝାଡଖଣ୍ଡରେ ମଧ୍ୟ ଆମ ସରକାର ଗଠନ ହେବା ଦିନଠାରୁ ଭାଜପା ଏହାକୁ କ୍ଷମତାଚ୍ୟୁତ କରିବାକୁ ଚେଷ୍ଟା କରୁଛି। ପ୍ରତି ୨୪ ଘଣ୍ଟାରେ ଗୁଜବ ପ୍ରଚାରିତ ହେଉଛି ଯେ, ଝାଡଖଣ୍ଡ ସରକାର ଭାଙ୍ଗିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri