Posted inଜାତୀୟ

ଆମେ ଅଣ୍ଟି ଛୁରି ହୋଇ ତଣ୍ଟି କାଟିନୁ, ବିଦ୍ରୋହୀ ବିଧାୟକଙ୍କ ମନ୍ତବ୍ୟ…

ପଣଜୀ, ୩୦।୬ : ମହାରାଷ୍ଟ୍ର ରାଜନୈତିକ ସଙ୍କଟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପଦରୁ ଇସ୍ତଫା ଦେଇ ସାରିଛନ୍ତି। ରାଜ୍ୟରେ ଭାଜପା ସରକାର ଗଠନ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନଭୀସଙ୍କ ନେତୃତ୍ୱରେ ଆଲୋଚନା ଜାରି ରହିଛି। ଏପରିସ୍ଥଳେ ଏକନାଥ ସିନ୍ଧେ ଗୋଷ୍ଠୀର ବିଦ୍ରୋହୀ ବିଧାୟକ ଦୀପକ କେଶାରକର ଗୋଆରେ ଏକ ଗଣମାଧ୍ୟମ ସମ୍ମିଳନୀରେ କହିଛନ୍ତି ଯେ, ଉଦ୍ଧବଙ୍କୁ ଆଘାତ ଦେବା ଆମର ଉଦ୍ଦେଶ୍ୟ ନଥିଲା।

ଆମେ ବିଦ୍ରୋହ କରିଥିଲେ ବି ଅଣ୍ଟି ଛୁରି ହୋଇ ତଣ୍ଟି କାଟିନୁ। ରାଜ୍ୟ ସଭା ନିର୍ବାଚନରେ ଉଦ୍ଧବ ଶିବସେନା ସଦସ୍ୟଙ୍କୁ ନିର୍ବାଚିତ କରାଇବା ଲାଗି ପୂର୍ବରୁ କହିଥିଲେ। ତେବେ ଶିବସେନାରର ମେଣ୍ଟ ସହଯୋଗୀ ବିଶ୍ୱାସଘାତକତା କରିଥିବାରୁ ଏହା ସମ୍ଭବ ହୋଇ ପାରି ନଥିବା ଦୀପକ କହିଛନ୍ତି।

ସୂଚନାଯୋଗ୍ୟ ,ସମ୍ପ୍ରତି ବିଦ୍ରୋହୀ ବିଧାୟକମାନେ ଗୋଆରେ ଥିବାବେଳେ କେବଳ ଏକନାଥ ସିନ୍ଧେ ରାଜ୍ୟରେ ସରକାର ଗଠନ ଲାଗି ଆଲୋଚନା ପାଇଁ ମୁମ୍ବାଇ ଆସିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri