ଆମେ ବନବାସୀ ନୋହୁଁ, ଆଦିବାସୀ, ଅମିତ ଶାହା ଭୁଲ ମାଗନ୍ତୁ କହି…

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ସମାଜମାନଙ୍କୁ ଏକତ୍ରିତ କରି ନୂଆଦିଲ୍ଲୀରେ ଏକ ଆଦିବାସୀ ସମାବେଶରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ତାଙ୍କ ଭାଷଣ ଆଦିବାସୀମାନଙ୍କୁ ବାରମ୍ବାର ବନବାସୀ କହି ଅପମାନିତ କରିବା ସହିତ ତାତ୍ସଲ୍ୟ କରିଥିଲେ। ଯାହାକି ଆଦିବାସୀ ସମାଜ ପ୍ରତି ଘୋର ଦୁଃଖ ଦାୟକ ଘଟଣା l ଆଜି ପୂର୍ବତନ ଏମ୍‌ପି ତଥା ରାଜ୍ୟ ଆଦିବାସୀ କଂଗ୍ରେସ ଅଧ୍ୟକ୍ଷ ଯଶବନ୍ତ ସିଂ ଲାଗୁରିଙ୍କ ନେତୃତ୍ୱରେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ କଂଗ୍ରେସ ଭବନରୁ ଏକ ଶୋଭାଯାତ୍ରାରେ କଂଗ୍ରେସ କର୍ମୀମାନେ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଭାଜପା ଓ ସରକାରଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ। ପୂର୍ବତନ ଏମ୍‌ପି ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକଙ୍କ ଅଧ୍ୟକ୍ଷତାରେ ଏହି ପ୍ରତିବାଦ ସଭାରେ ପୂର୍ବତନ ପିସିସି ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ପୂର୍ବତନ ପିସିସି ସମ୍ପାଦକ ସଂଗ୍ରାମ ଦାସ, ପୂର୍ବତନ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା, ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର, ଜିଲାଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜ, କଂଗ୍ରେସ ନେତା ଗୌରହରି ନାଏକ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ। ଜିଲା ଆଦିବାସୀ କଂଗ୍ରେସ ସଭାପତି ଅନିରୁଦ୍ଧ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ l କେନ୍ଦୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଏଥିରେ ଜିଲା ଉପସଭାପତି ଲଳିତ ମୋହନ ନାୟକ, ଦେବେନ୍ଦ୍ର ନାଥ ନାଏକ, ନିର୍ମଳ କୁମାର ନାଏକ, ବ୍ଲକ କଂଗ୍ରେସ ସଭାପତି ଉତ୍ତମ କୁମାର ସାହୁ, ଗୋବିନ୍ଦ ମହାନ୍ତ, ସୁବ୍ରତ କୁମାର ଚକ୍ର, ରଞ୍ଜିତ କୁମାର ବେହେରା, ଜିଲା ଦଳିତ କଂଗ୍ରେସ ସଭାପତି ରଶ୍ମିରଞ୍ଜନ ଜେନା, ଜିଲା କଂଗ୍ରେସ ସାଧାରଣ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ଦାସ, ସୁଢଳ କୁମାର ସେଠୀ, ପ୍ରଫୁଲ୍ଲ ଚନ୍ଦ୍ର ଜେନା, ରତ୍ନାକର ଜେନା, ଯୁବ କଂଗ୍ରେସ ନେତା ସୌମ୍ୟରଞ୍ଜନ ରାଉତ, ସନତ ପାଢ଼ୀ, ଆନନ୍ଦ ମାଝୀ, ମାନସ ବେହେରା, ବେଦବ୍ୟାସ ବେହେରା, ପ୍ରକାଶ ସାହୁ, ଅଭିନାଶ ଓଝା, ରସାନନ୍ଦ ଜେନା, ଗିରିପ୍ରିୟା ଉମାକାନ୍ତ ସାହୁ, ପରମେଶ୍ୱର ନାଏକ ଓ ମଦନ ମୋହନ ମହାକୁଡ଼ ପ୍ରମୁଖ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ୍‌, ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

ରାଉରକେଲା,୧୪।୭: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀ ତରଙ୍ଗ ଥାନା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବା ଟ୍ରକ ବାଇକ୍‌କୁ ଧକ୍କା ଦେଇ ଉପରେ ଚଢ଼ିଯାଇଥିଲା।…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri