Posted inଜାତୀୟ

ଆମେ ପ୍ରକୃତିଠାରୁ ବଡ଼ ନୁହେଁ, ଏହାର ଏକ ଅଂଶ ମାତ୍ର, ଏହାର ସୁରକ୍ଷା ଜରୁରୀ…

ନୂଆଦିଲ୍ଲୀ,୧।୭ : କେନ୍ଦ୍ର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ ଯାବଦ କହିଛନ୍ତି, ଆମେ ଆମେ ପ୍ରକୃତିଠାରୁ ବଡ଼ ନୁହେଁ, ଏହାର ଏକ ଅଂଶ ମାତ୍ର, ତେଣୁ ଏହାର ସୁରକ୍ଷା ଜରୁରୀ। ଭାରତ ୨୦୨୨ରେ ପ୍ରାଣୀଙ୍କର ୬୬୪ ନୂଆ ପ୍ରଜାତିର ଚିହ୍ନଟ କରିଥିଲେ।

ଭାରତୀୟ ପ୍ରାଣୀ ସଂରକ୍ଷଣର ୧୦୮ ତମ ସ୍ଥାପନା ଦିବସ ଅବସରରେ ସେ କହିଛନ୍ତି ଗତ ୧୦ ବର୍ଷ ମଧ୍ୟରେ ଆମେ ବହୁ ଗବେଷଣା କରିଛୁ। ଜୈବ ବିବିଧତା କ୍ଷେତ୍ରରେ ଭାରତ ଉଲ୍ଲେଖନୀୟ କାର୍ଯ୍ୟ କରୁଛି। ୨୦୨୨ ମସିହାରେ ୩୩୯ ବନସ୍ପତି ଚିହ୍ନଟ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟ ମଧ୍ୟରେ ଭାରତ ନେଲା ବଡ଼ ନିଷ୍ପତ୍ତି: ବିଶ୍ୱକୁ ଚିନି ଯୋଗାଣ ବନ୍ଦ

ନୂଆଦିଲ୍ଲୀ,୧୪।୫: କେନ୍ଦ୍ର ସରକାର ଦେଶର ଚିନି ଯୋଗାଣ ବଜାୟ ରଖିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏକ ବିଜ୍ଞପ୍ତି ଜାରି କରି ସରକାର ତୁରନ୍ତ ଚିନି…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା…

ଏହି ଦେଶକୁ ଆମେରିକାର ୫୧ତମ ରାଜ୍ୟ ଦର୍ଶାଇଲେ ଟ୍ରମ୍ପ୍‌: ସାରା ବିଶ୍ୱରେ ହଲଚଲ

ୱାଶିଂଟନ, ୧୪ା୫:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଏକ ବିବାଦୀୟ ବୟାନ ଓ ସୋସିଆଲ ମିଡିଆ ପୋଷ୍ଟକରି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ଚାଇନା ଗସ୍ତରେ ଥିବା ସମୟରେ…

ସ୍କଟ୍‌ଲାଣ୍ଡରେ ୫,୦୦୦ ବର୍ଷର କୃତ୍ରିମ ଦ୍ୱୀପ ଆବିଷ୍କୃତ

ଏଡିନବର୍ଗ, ୧୪ା୫:ସ୍କଟ୍‌ଲାଣ୍ଡରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ରହସ୍ୟମୟ କୃତ୍ରିମ ଦ୍ୱୀପର ସନ୍ଧାନ ପାଇଛନ୍ତି, ଯାହା ୫,୦୦୦ ବର୍ଷରୁ ଅଧିକ ପୁରୁଣା ବୋଲି ଅନୁମାନ କରାଯାଉଛି। ଏହି ଆବିଷ୍କାର ପ୍ରାଗୈତିହାସିକ…

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri