ପ୍ରତି କରୋନା ଯୋଦ୍ଧା ପାଇଁ ଆମେ ଗର୍ବିତ : ଡିଜିପି

ଛତ୍ରପୁର, ୨୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ୧୨ ଜଣ ପୋଲିସ ଯୋଦ୍ଧା କରୋନାରେ ସଂକ୍ରମିତ ହୋଇ ସୁସ୍ଥ ହେବା ପରେ ରବିବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏମାନେ ଆସିକା ଓ ଭଞ୍ଜନଗର ଥାନାରେ କାର୍ଯ୍ୟ କରୁଥିବାବେଳେ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କର କାର୍ଯ୍ୟପ୍ରତି ଆନ୍ତରିକତା ଓ ଉତ୍ସର୍ଗ ମନୋଭାବ ରହିଛି। ପ୍ରତି କରୋନା ଯୋଦ୍ଧା ପାଇଁ ଆମେ ଗର୍ବିତ ବୋଲି ସୋମବାର ଟୁଇଟ୍‌କରି ଡିଜିପି ଅଭୟ କହିଛନ୍ତି। ସେହିପରି କରୋନାକୁ ହରାଇ ପୁଣି ଥରେ କାର୍ଯ୍ୟରେ ଯୋଗଦେଇଥିବା ଏହି ହିରୋମାନଙ୍କ ପାଇଁ ଆମେ ଗର୍ବିତ ବୋଲି ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଟୁଇଟକରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିରୋସିନ ଡିପୋରେ ଚଢ଼ାଉ

ସୋରଡ଼ା,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ାର ଗୁରୁମୂର୍ତ୍ତି ନାମକ ଏକ କିରୋସିନ ଡିପୋରେ ଓଡ଼ିଶା ଭିଜିଲାନ୍ସ ବିଭାଗ ନିର୍ଦ୍ଦେଶରେ ବ୍ରହ୍ମପୁର ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢ଼ାଉ...

ଅକ୍ସିଜେନ୍‌ ହାହାକାର

ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍‌ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି।...

କରୋନା କାଳରେ ହୋଲ୍ଡିଂ ଟିକସ ମାଡ଼

ଭୁବନେଶ୍ୱର, ୨୭।୨ (ବ୍ୟୁରୋ): କରୋନା ଭୂତାଣୁଜନିତ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ ସାଧାରଣ ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଇଛି। ଏଭଳି କଠିନ ସମୟରେ ଭୁବନେଶ୍ୱର ମହାନଗର...

ଡିନାମାଇଟ, କୀଟନାଶକ ପ୍ରୟୋଗ ଯୋଗୁ ଲୋପପାଉଛି ମତ୍ସ୍ୟସମ୍ପଦ

ବୌଦ୍ଧ,୧୮ା୨(ସ୍ବ.ପ୍ର.): ଓଡିଶାର ଜୀବନରେଖା କୁହାଯାଉଥିବା ମହାନଦୀ ବୌଦ୍ଧ ଜିଲା ଦେଇ ବୋହିଯାଇଛି। ତେବେ ମହାନଦୀରେ ପ୍ରାୟ ସମୟରେ ଡିନାମାଇଟ ଓ କୀଟନାଶକ ଔଷଧ ପକାଇ ମାଛ...

ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼

ବ୍ରହ୍ମପୁର ଅଫିସ୍‌,୨୦ା୯- ଯୁଦ୍ଧ ଏବଂ ଶାନ୍ତି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗୋଳାବନ୍ଧସ୍ଥିତ ଆର୍ମି ଏୟାର୍‌ ଡିଫେନ୍ସ କଲେଜକୁ ମିଳିବ ପ୍ରେସିଡେଣ୍ଟ୍‌ସ କଲର୍ସ ଆୱାର୍ଡ଼ ।...

ମନୋଜ, ଲତାଙ୍କୁ ମନେପକାଇଲା ଲିଟେରାରି ମିଟ୍‌

ଭୁବନେଶ୍ୱର,୧୩।୩(ବ୍ୟୁରୋ): ଭୁବନେଶ୍ୱର କ୍ଲବଠାରେ ଚାଲିଥିବା ଟାଟା ଷ୍ଟିଲ୍‌ ଭୁବନେଶ୍ୱର ଲିଟେରାରି ମିଟ୍‌ର ଶନିବାର ୨ୟ ଦିବସରେ ସାହିତ୍ୟ ଆଲୋଚନା ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।...

ଶେୟାର ମାର୍କେଟ ନିବେଶ ନାଁରେ ୧୦ କୋଟି ଠକେଇ

ଭୁବନେଶ୍ୱର, ୧୩।୩(ବ୍ୟୁରୋ): ଶେୟାର ମାର୍କେଟ୍‌ରେ ନିବେଶ ନାଁରେ ପ୍ରାୟ ୧୦ କୋଟି ଟଙ୍କା ଠକେଇ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା...

ଦେୟ କମାଇବାକୁ ସ୍କୁଲ୍‌ ବାଧ୍ୟ

ନୂଆଦିଲ୍ଲୀ, ୫।୫: ମହାମାରୀ ଯୋଗୁ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା କେବଳ ଅନ୍‌ଲାଇନରେ ପାଠପଢ଼ା ଚାଲିଛି। ଏହାକୁ ନେଇ ସୁପ୍ରିମକୋର୍ଟ କେତେକ ଉଲ୍ଲେଖନୀୟ ମତାମତ ଦେଇଛନ୍ତି,...

Advertisement
Archives

Model This Week