ଭାରତ ସହ ମିଳିମିଶି କାମ କରିବାକୁ ଆମେ ପ୍ରସ୍ତୁତ: ଚାଇନା ବୈଦେଶିକ ମନ୍ତ୍ରୀ…

ବେଜିଂ,୨୫।୧୨ : ନିକଟରେ ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଭାରତ ଏବଂ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିଲା। ଏବେ ଚାଇନା ବୈଦେଶିକ ମନ୍ତ୍ରୀଙ୍କ ଏକ ବଡ ବିବୃତ୍ତି ସାମ୍ନାକୁ ଆସିଛି। ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି କହିଛନ୍ତି ଯେ କୂଟନୈତିକ ଏବଂ ସାମରିକ ସ୍ତର ମାଧ୍ୟମରେ ଭାରତ ଏବଂ ଚାଇନା ଯୋଗାଯୋଗ ବଜାୟ ରଖିଛନ୍ତି।

ସୀମା ଅଞ୍ଚଳରେ ସ୍ଥିରତା ବଜାୟ ରଖିବାକୁ ଉଭୟ ଦେଶ ପ୍ରତିଶ୍ରୁତିବଦ୍ଧ। ୱାଙ୍ଗ କହିଛନ୍ତି, ଚାଇନ-ଭାରତ ସମ୍ପର୍କର ସ୍ଥିର ତଥା ସୁଦଢ଼ ଼ ବିକାଶ ପାଇଁ ଆମେ ମିଳିତ ଭାବେ କାର୍ଯ୍ୟ କରିବାକୁ ପ୍ରସ୍ତୁତ। ଏହା ଦ୍ୱାରା ଉଭୟ ଦେଶର ବହୁବିଧ ବିକାଶ ସମ୍ଭବ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଣୀଙ୍କୁ କ୍ଷମା ମାଗିଲେ ବୋରିସ୍‌

ଲଣ୍ଡନ,୩୦ା୯(ପି.ଟି.): ବ୍ରିଟେନ ପାର୍ଲାମେଣ୍ଟକୁ ୫ ସପ୍ତାହ ପାଇଁ ନିଲମ୍ବନ କରିବା ଅବୈଧ ବୋଲି ମଙ୍ଗଳବାର ସେଠାକାର ସୁପ୍ରିମକୋର୍ଟ ରାୟ ଦେବା ପରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ...

ଫ୍ରାନ୍ସରେ ଚତୁର୍ଥ ଲହର

ପ୍ୟାରିସ୍‌, ୨୧ା୭: ଫ୍ରାନ୍ସରେ କରୋନା ମହାମାରୀର ଚତୁର୍ଥ ଲହର ଦେଖାଦେଇଛି। ଫଳରେ ସେଠାରେ କୋଭିଡ୍‌ ନିୟମ ପାଳନ କଠୋର କରାଯାଇଥିବା ସରକାରଙ୍କ ମୁଖପାତ୍ର ଗାବ୍ରିଏଲ ଅଟ୍ଟଲ...

ହୀରା ଭିତରେ ୮୦ କୋଟି ବର୍ଷ ତଳର ପୁରୁଣା ହୀରା…

ମସ୍କୋ,୧୩।୭: ପ୍ରକୃତିର ସୃଷ୍ଟି ଅତି ବିଚିତ୍ରମୟ। ଏବେ ରୁଷିଆରେ ମିଳିଥିବା ଏକ ହୀରାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଜାରି ରହିଛି। ଏହି ହୀରା ଭିତରେ...

ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍‌ ରୁମ୍‌ରେ ୯ ଦିନ ପର୍ଯ୍ୟନ୍ତ...

ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ ଯୋଗୁ ଚାକିରି ହରାଉଛନ୍ତି ଶହେ: ସୃଷ୍ଟି ହେଉଛି ମାତ୍ର ୧୦ ନିଯୁକ୍ତି ସୁଯୋଗ

ଓ୍ବାଶିଂଟନ,୩।୧୦: ପ୍ରତିଟି କ୍ଷେତ୍ରରେ ଏବେ ଆର୍ଟିଫିସିଆଲ୍‌ ଇଣ୍ଟେଲଜେନ୍ସ୍‌ର ପ୍ରଭାବ ଦେଖିବାକୁ ମିଳୁଛି। ଏହା ଯୋଗୁ ସ୍ବାସ୍ଥ୍ୟ ସେବା, ଆର୍ଥିକ କ୍ଷେତ୍ର, ଅନ୍‌ଲାଇନ୍‌ ଶପିଂ ସମେତ ବହୁ...

କଲମ୍ବୋକୁ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ କଲା ରୁଷିଆ

ମସ୍କୋ,୪ା୬: ରୁଷିଆ ଏକ ବଡ଼ ନିଷ୍ପତ୍ତି ନେଇଛି। ଶ୍ରୀଲଙ୍କା କର୍ତ୍ତୃପକ୍ଷ ଏହାର ଏୟାରବସ A-୩୩୦ ବିମାନକୁ ଅଟକାଇବା ପରେ ଶନିବାର ରୁଷିଆର ଏରୋଫ୍ଲଟ୍‌ କଲମ୍ବୋକୁ ଏହାର...

ଭାରତ-ଫ୍ରାନ୍ସ ରଣନୀତିକ ଚୁକ୍ତି ନେଇ ଆଲୋଚନା…

ନୂଆଦିଲ୍ଲୀ/ପ୍ୟାରିସ, ୩୧।୮ : ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ରଣନୀତିକ ସହଭାଗିତାକୁ ଆହୁରି ସୁଦୃଢ଼ କରିବା ପାଇଁ ମଙ୍ଗଳବାର ପ୍ୟାରିସରେ ଏକ ଆଲୋଚନା ହୋଇଥିଲା। ମିଳିତ...

ଆଇ ଡ୍ରପ୍‌ ଉତ୍ପାଦନ ଉପରେ ପ୍ରତିବନ୍ଧକ: ଦୃଷ୍ଟି ଶକ୍ତି ଯିବା  ପରେ ପଦକ୍ଷେପ…

ଓ୍ବାଶିଂଟନ,୪।୨ : ଆମେରିକାରେ ଚକ୍ଷୁ ସଂକ୍ରମଣ ମାମଲା ରିପୋର୍ଟ ହେବା ପରେ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେଶନ (ସିଡିଏସକୋ) ଆଇ ଡ୍ରପ ଉତ୍ପାଦନ ଉପରେ...

Advertisement
Archives

Model This Week