Posted inଖେଳ

ଟିମ୍‌ ଇଣ୍ଡିଆର ସଫଳତା ପଛର କାରଣ କହିଲେ କୋହଲି

ଅହମ୍ମଦାବାଦ,୩।୩ : ଭାରତୀୟ ଦଳର ସଫଳତା ପଛର କାରଣ ବୁଧବାର ସ୍ପଷ୍ଟ କରିଛନ୍ତି ଅଧିନାୟକ ବିରାଟ କୋହଲି। ଆମେ କଦାପି ପିଚ୍‌କୁ ସମାଲୋଚନା କରୁନାହିଁ। ପିଚ୍‌ରେ କେତେ ଘାସ ଅଛି କିମ୍ବା ବଲ କେଉଁଭଳି ଗତି କରୁଛି, ତାହା ପ୍ରତି ଆମେ କଦାପି ଧ୍ୟାନ ଦେଉ ନାହୁ। ଏହା ଆମ ସଫଳତା ପଛର କାରଣ। ଏକ ଦଳ ଭାବେ ଆମେ ଏହାକୁ ଜାରି ରଖିବୁ ବୋଲି ଅନ୍ତିମ ତଥା ଚତୁର୍ଥ ଟେଷ୍ଟ ପୂର୍ବରୁ ଆୟୋଜିତ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କୋହଲି କହିଛନ୍ତି। ୪ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ର ତୃତୀୟ ମ୍ୟାଚ୍‌ ଭଳି ଅନ୍ତିମ ଟେଷ୍ଟ ମଧ୍ୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।

ଉଲ୍ଲେଖଥାଉ କି, ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଅନୁଷ୍ଠିତ ୩ୟ ମ୍ୟାଚ୍‌କୁ ଭାରତ ୧୦ ଉଇକେଟରେ ଦୁଇ ଦିନ ମଧ୍ୟରେ ଇଂଲଣ୍ଡକୁ ହରାଇ ଦେଇଥିଲା। ମ୍ୟାଚ୍‌ରେ ଉଭୟ ଭାରତ ଓ ଇଂଲଣ୍ଡ ବ୍ୟାଟ୍ସମ୍ୟାନ ସ୍ପିନ ବୋଲଙ୍କ ଦ୍ୱାରା ଆଉଟ୍‌ ହୋଇଥିଲେ। ପ୍ରାୟତଃ ସ୍ପିନ କରୁ ନ ଥିବା ବଲ ହିଁ ବ୍ୟାଟ୍ସମ୍ୟାନଙ୍କ ପାଇଁ ସମସ୍ୟା ଛିଡ଼ା କରିଥିଲା। ଏଥି ପାଇଁ ସମାଲୋଚକମାନେ ପିଚ୍‌କୁ ଦୋଷ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ: ବନ୍ୟା ଜଳରୁ ୧୦ କୃଷ୍ଣସାର ଉଦ୍ଧାର, ୨ ମୃତ

ଗଞ୍ଜାମ,୧।୧୧,(ଅନାଥ ତରାଇ ): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ଆସିଥିବା ବନ୍ୟା ଯୋଗୁ ଗଞ୍ଜାମ ବ୍ଲକର ବିଭିନ୍ନ ଅଞ୍ଚଳରେ କେତେକ କୃଷ୍ଣସାର ମୃଗ ଭାସିଯାଉଥିବା ଦେଖିବାକୁ…

ଚଳଚ୍ଚିତ୍ର ନିର୍ଦ୍ଦେଶକ ସଞ୍ଜୟ ଗୁପ୍ତାଙ୍କ ପରଲୋକ

ନୂଆଦିଲ୍ଲୀ, ୧।୧୧: ‘କାଣ୍ଟେ’, ‘ସୁଟ୍‌ଆଉଟ ଆଟ୍‌ ଲୋଖଣ୍ଡୱାଲା’ ଏବଂ ‘କାବିଲ’ ଭଳି ଚଳଚ୍ଚିତ୍ରର ନିର୍ଦ୍ଦେଶନା ପାଇଁ ଜଣାଶୁଣା ଚଳଚ୍ଚିତ୍ର ନିର୍ମାତା ସଞ୍ଜୟ ଗୁପ୍ତାଙ୍କର ୫୯ ବର୍ଷ ବୟସରେ…

ବାତ୍ୟାଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ ବ୍ରହ୍ମପୁର ଏମ୍‌ପି

ଦିଗପହଣ୍ଡି,୩୧।୧୦(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ଏମ୍‌ପି ଡ.ପ୍ରଦୀପ ପାଣିଗ୍ରାହୀ ଶନିବାର ଦିଗପହଣ୍ଡି ବ୍ଳକ ଗସ୍ତରେ ଆସି ବାତ୍ୟା ଅର୍ଣ୍ଣବର କରାଳ ରୂପରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଗ୍ରାମ…

ଜିଲାପାଳଙ୍କ ସହ ଆଲୋଚନା କଲା ବିଜେଡି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ଛତ୍ରପୁର, ୩୧ା୧୦(ଦିଲୀପ ସାମଲ): ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଏକ ଫ୍ୟାକ୍ଟ…

ଧୋଇଗଲା ବିଜୁ ସେତୁ ରାସ୍ତା, ତିନି ଖଣ୍ଡ ଗାଁ ଲୋକେ ହନ୍ତସନ୍ତ

ମୋହନା,୩୧ା୧୦(ମନ୍ମଥ ମିଶ୍ର): ତିନି ଖଣ୍ଡ ଗାଁକୁ ସଂଯୋଗ କରୁଥିବା ବିଜୁ ସେତୁ ଏବେ ବିପଦସଙ୍କୁଳ ଅବସ୍ଥାରେ। ଅର୍ଣ୍ଣବ ବାତ୍ୟାର ପ୍ରଭାବରେ ବ୍ରିଜ୍‌ ରାସ୍ତା ସହ ପ୍ରୋଟେକ୍ସନ ଗାଡ଼ୱାଲ…

ଗଞ୍ଜାମରେ ରବିବାର ଛୁଟି ବାତିଲ

ଛତ୍ରପୁର,୩୧ା୧୦(ଦିଲୀପ ସାମଲ): ଗଞ୍ଜାମ ଜିଲାରେ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ୨ଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରୀଛାତ୍ରଙ୍କ…

କନ୍ଧମାଳରେ ସରକାରୀ ଛୁଟି ବାତିଲ, ରବିବାର ଖୋଲା ରହିବ କାର୍ଯ୍ୟାଳୟ

ଫୁଲବାଣୀ,୩୧ା୧୦(ରାକେଶ କୁମାର ରାଉତ): ବାତ୍ୟା ଜନିତ କ୍ଷୟକ୍ଷତି ଓ ଉଦ୍ଧାର କାର୍ଯ୍ୟ ତଥା ଆଗକୁ ଆସୁଥିବା ଅନ୍ୟ ଏକ ସମ୍ଭାବ୍ୟ ବାତ୍ୟା ପରିପ୍ରେକ୍ଷୀରେ କନ୍ଧମାଳ ଜିଲାପାଳ ୧…

ବେଆଇନ ଗ୍ୟାସ୍‌ ମହଜୁଦ୍‌ ଉପରେ ଯୋଗାଣ ବିଭାଗର ଚଢ଼ାଉ, ୨୨୯ ଘରୋଇ ସିଲିଣ୍ଡର ଜବତ

ଖୋର୍ଦ୍ଧା,୩୧ା୧୦(ପ୍ରଭାତ ପାଣିଗ୍ରାହୀ): ଘରୋଇ ରନ୍ଧନ ଗ୍ୟାସ୍‌ ସିଲିଣ୍ଡରର ବେଆଇନ ମହଜୁଦ ଓ କଳାବଜାର ଉପରେ ଖୋର୍ଦ୍ଧା ଜିଲା ଯୋଗାଣ ବିଭାଗ ପକ୍ଷରୁ ବଡ଼ଧରଣର ଚଢ଼ାଉ କରାଯାଇଛି। ଭୁବନେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?