Posted inଜାତୀୟ

ଆମେ ଅସଲି ଶିବସେନା, ଆମକୁ ଦିଅ ଧନୁତୀର ଚିହ୍ନ, ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲେ ଶିନ୍ଦେ ଗୋଷ୍ଠୀ…

ମୁମ୍ବାଇ,୨୧।୭ : ଶିବସେନାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀ ବର୍ତ୍ତମାନ ଦଳର ଧନୁତୀର ନିର୍ବାଚନ ଚିହ୍ନ ହାତେଇବା ପାଇଁ ଉଦ୍ୟମ କରୁଛି। ଉଦ୍ଧବ ଠାକରେଙ୍କ ପାଖରେ କମ୍‌ ସଂଖ୍ୟକ ବିଧାୟକ ତଥା ଏମ୍‌ପି ରହିଛନ୍ତି। ତେଣୁ ଶିନ୍ଦେ ଗୋଷ୍ଠୀ ଦାବି କରୁଛି ଯେ, ଆମେ ଅସଲି ଶିବସେନା, ଆମକୁ ଧନୁତୀର ଚିହ୍ନ ଦିଅ। ଶିନ୍ଦେ ଗୋଷ୍ଠୀ ଏନେଇ ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏନେଇ ଆୟୋଗଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି ଯେ, ଲୋକ ସଭା ବାଚସ୍ପତି ଓମ ବିର୍ଲା ଏବଂ ମହାରାଷ୍ଟ୍ର ବିଧାନସଭା ବାଚସ୍ପତି ରାହୁଲ ନାର୍ବେକରଙ୍କ ଦ୍ୱାରା ଶିବସେନା ସଂସଦୀୟ ଦଳର ନେତା ଭାବରେ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାକୁ ଦର୍ଶାଇ ଶିନ୍ଦ ଗୋଷ୍ଠୀ ବିଧାନସଭା ଦଳକୁ ମୂଳ ଶିବସେନା ବୋଲି ଦାବି କରିଛନ୍ତି।

ଦୁଇ ସପ୍ତାହ ମଧ୍ୟରେ ସ୍ଥାନୀୟ ସଂସ୍ଥାକୁ ନିର୍ବାଚନ ବିଷୟରେ ଅବଗତ କରାଇବାକୁ ସୁପ୍ରିମକୋର୍ଟ ବୁଧବାର ମହାରାଷ୍ଟ୍ର ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ନିର୍ଦ୍ଦେଶ ଦେଇଥିବାରୁ ଏବେ ଶିନ୍ଦେ ଗୋଷ୍ଠୀ ଶିବସେନା ଚିର୍ବାଚନ ଚିହ୍ନ ନେଇ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri