Posted inଜାତୀୟ

ଆମେ କଂଗ୍ରେସ ସହ ଅଛୁ: ଦେବଗୌଡା

ନୂଆଦିଲ୍ଲୀ,୧୮।୫: ଜେଡି(ଏସ୍‌) ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ ଡି ଦେବଗୌଡା କହିଛନ୍ତି ଆମେ କଂଗ୍ରେସ ସହ ଅଛୁ। ହେଲେ ଏ ସମ୍ପର୍କରେ ଏବେ ସେ କିଛି କହିବାକୁ ସଫା ସଫା ମନା କରି ଦେଇଛନ୍ତି। ଆସନ୍ତା ୨୩ରେ ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପରେ ଏକ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ ବୋଲି ସେ କହିଛନ୍ତି। ଏହାପରେ କ’ଣ ଉନ୍ନତି କରାଯିବ ତାହା ଚିନ୍ତା କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ୧୯ରେ ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ ଥିବା ବେଳେ ଆସନ୍ତା ୨୩ରେ ସମସ୍ତ ପର୍ଯ୍ୟାୟର ଫଳାଫଳ ଏକ ସାଙ୍ଗେ ଘୋଷଣା କରାଯିବ। ଏଥିରେ କାହାକୁ ସଂଖ୍ୟା ଗରିଷ୍ଠତା ମିଳିବ ତାହା ଉପରେ ଏବେ ସମସ୍ତଙ୍କ ନଜର।


Enter your email to get our daily news in your inbox.

All Right Reserved By Dharitri.Com

ମିଶନ ଦିଲ୍ଲୀ ସମ୍ପର୍କରେ ସୂଚନା ଦେଲେ ଦିଦି…

କୋଲକାତା,୭।୧୦: ଭବାନୀପୁର ଉପନିର୍ବାଚନରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ବିଜୟ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ କଂଗ୍ରେସକୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ମମତା ଦିଦି...

ରାମପୁରହାଟରେ ସିବିଆଇ ତନାଘନା

କୋଲକାତା,୨୬ା୩: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ଫରେନ୍‌ସିକ୍‌ ଟିମ୍‌ ଶୁକ୍ରବାର କୋଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପଶ୍ଚିମବଙ୍ଗର ବୀରଭୂମ ଜିଲା ରାମପୁରହାଟ ଗୃହଦାହ ମାମଲାର ତଦନ୍ତ ଆରମ୍ଭ...

ବିଏସ୍‌ପିକୁ ଗୋଟିଏ ସିଟ୍‌

ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶର ରାଜନୀତିରେ ୩ଦଶନ୍ଧି ଧରି ପ୍ରଭାବଶାଳୀ ଭୂମିକା ଗ୍ରହଣ କରିଥିବା ମୟାବତୀଙ୍କ ନେତୃତ୍ୱାଧୀନ ବହୁଜନ ସମାଜ ପାର୍ଟି (ବିଏସ୍‌ପି)କୁ ୨୦୨୨ ବିଧାନସଭା ନିର୍ବାଚନରେ ମାଟି...

ବୋରିସଙ୍କୁ ଯୋଦ୍ଧା ବୋଲି କହିଲେ ମୋଦି

ନୂଆଦିଲ୍ଲୀ,୨୭।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ କରୋନାରେ ପୀଡ଼ିତ ହେବା ଜଣାପଡିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜଣେ ଯୋଦ୍ଧା ବୋଲି କହିଛନ୍ତି। ଟୁଇଟ୍‌...

ରାଜ୍ୟବାସୀଙ୍କୁ ଧନ୍ୟବାଦ ଦେଲେ ଷ୍ଟାଲିନ

ନୂଆଦିଲ୍ଲୀ, ୨।୫: ତାମିଲନାଡୁ ନିର୍ବାଚନରେ ଡିଏମ୍‌କେ ନେତୃତ୍ୱାଧୀନ ମେଣ୍ଟ ବିଜୟୀ ହୋଇ ସରକାର ଗଢ଼ିବାକୁ ଯାଉଛି। ୨୩୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଡିଏମ୍‌କେ ମେଣ୍ଟ...

ଜୁଲାଇ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ

ନୂଆଦିଲ୍ଲୀ,୨୬।୬: ରାଜଧାନୀ ଦିଲ୍ଲୀରେ ପୁଣିଥରେ ସ୍କୁଲ ଖୋଲିବାକୁ ନେଇ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଅଧିକାରୀମାନଙ୍କ ସହ ଏକ ବୈଠକର ଆୟୋଜନ କରିଥିଲେ। ଏଥିରେ ଲକ୍‌ଡାଉନ...

ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ: ରାଷ୍ଟ୍ରପତି ଶାସନ ବିକଳ୍ପ !

ମୁମ୍ବାଇ,୧୨।୧୧: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଘନେଇବାରେ ଲାଗିଛି। ଫଳରେ ରାଷ୍ଟ୍ରପତି ଶାସନ ଏକ ମାତ୍ର ବିକଳ୍ପ ରହିଥିବା କୁହାଯାଉଛି। ଭାଜପା ସରକାର ଗଠନରୁ ଓହରିବା ପରେ...

ଡବ୍ଲ୍ୟୁଟିଓ ଅନୁମତି ଦେଲେ ବିଶ୍ୱକୁ ଖାଦ୍ୟ ଯୋଗାଇବ ଭାରତ: ମୋଦି

ନୂଆଦିଲ୍ଲୀ,୧୩ା୪: ବିଶ୍ୱ ବାଣିଜ୍ୟ ସଙ୍ଗଠନ (ଡବ୍ଲ୍ୟୁଟିଓ) ଅନୁମତି ଦେଲେ ବିଶ୍ୱକୁ ଭାରତ ଖାଦ୍ୟ ଯେଗାଇବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ...

Advertisement
Archives

Model This Week