Posted inଖେଳ

କୋହଲିଙ୍କ ସନ୍ତାନ ଅଷ୍ଟ୍ରେଲିଆରେ ଜନ୍ମ ହେବାକୁ ଚାହୁଁଛନ୍ତି ଏହି ପ୍ରସିଦ୍ଧ ଖେଳାଳି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆସନ୍ତା ଜାନୁଆରୀରେ ପ୍ରଥମ ସନ୍ତାନର ପିତା ହେବାକୁ ଯାଉଛନ୍ତି। ଏହି ସମୟରେ ଭାରତ-ଅଷ୍ଟ୍ରେଲିଆ ଚାରି ଟିକିଆ ଟେଷ୍ଟ ଶୃଙ୍ଖଳା ଚାଲିଥିବ। ଏହାକୁ ଦୃଷ୍ଟିରେ ରଖି କୋହଲି ଶେଷ ତିନିଟି ମୁକାବିଲାରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହ ସମୟ ବିତାଇବା ପାଇଁ ଭାରତ ଫେରିବେ। ଏଥିଲାଗି ବିସିସିଆଇ ପିତୃତ୍ବ ଅବକାଶ ପ୍ରଦାନ କରିଛି। ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କେହି କେହି ଏହାକୁ ସମର୍ଥନ କରୁଥିବା ବେଳେ ଅନ୍ୟ କେହି ଏହାକୁ ବିରୋଧ ମଧ୍ୟ କରୁଛନ୍ତି। ଏପରିକି ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳି ମାନେ କୋହଲିଙ୍କ ନିଷ୍ପତ୍ତିକୁ ଖୋଲାଖୋଲି ବିରୋଧ କରିଛନ୍ତି। ଦେଶ ଅପେକ୍ଷା କୋହଲି ପରିବାର ଅଧିକ ପ୍ରାଥମିକତା ଦେଉଥିବା ସେମାନେ କହିଛନ୍ତି। କୋହଲି ଭାରତ ନଫେରି ପୂରା ଶୃଙ୍ଖଳା ଖେଳନ୍ତୁ ଏବଂ ତାଙ୍କ ସନ୍ତାନ ମଧ୍ୟ ଅଷ୍ଟ୍ରେଲିଆରେ ଜନ୍ମ ହେଉ ବୋଲି ଆଶା କରିଛନ୍ତି ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଆଲାନ ବର୍ଡର। କୋହଲି ରହିଲେ ଶୃଙ୍ଖଳା ଅଧିକ ରୋଚକ ହେବ। ଯଦି କୋହଲିଙ୍କ ସନ୍ତାନ ଅଷ୍ଟ୍ରେଲିଆରେ ଜନ୍ମ ହୁଏ, ତାହାଲେ ଆମେ ତାକୁ ଅଷ୍ଟ୍ରେଲୀୟ ବୋଲି ଦାବି କରିପାରିବୁ ପରିହାସରେ ଏକଥା କହିଛନ୍ତି ଆଲାନ ବର୍ଡର। କୋହଲି ନ ରହିବେ ମ୍ୟାଚ୍‌ରେ ମଜା ଆସିପାରିବ ନାହିଁ ଭାରତ ପାଇଁ ଏହା ଶକ୍ତ ଧକ୍କା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ଶିକ୍ଷୟିତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହ୍ୱଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri