Posted inଜାତୀୟ

ମୃତ ଚାଷୀଙ୍କ ସଂଖ୍ୟା ଜାଣିନୁ, କେମିତି ଦେବୁ କ୍ଷତିପୂରଣ

ନୂଆଦିଲ୍ଲୀ, ୧।୧୨: ବିବାଦୀୟ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ବର୍ଷେରୁ ଊର୍ଦ୍ଧ୍ୱ ସମୟ ହେଲା ଆନ୍ଦୋଳନ ଚଳାଇଥିବା ଚାଷୀଙ୍କ ମୃତ୍ୟୁ ସମ୍ପର୍କରେ ସରକାରଙ୍କ ପାଖରେ କୌଣସି ତଥ୍ୟ ନାହିଁ। ତେଣୁ ସେମାନଙ୍କ ପରିବାରକୁ ଆର୍ଥତ୍କ ସହାୟତା କେମିତି ଦେବୁ ବୋଲି ପାର୍ଲିଆମେଣ୍ଟରେ ପ୍ରଶ୍ନ କରିଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର। ଆନ୍ଦୋଳନର ପ୍ରାଣ ହରାଇଥିବା ଚାଷୀଙ୍କ ପରିବାରକୁ ସରକାର ଆର୍ଥତ୍କ ସହାୟତା ଯୋଗାଇଦେବେ କି ବୋଲି ଏକ ପ୍ରଶ୍ନର ଉତ୍ତରରେ ତୋମାର ଉପରୋକ୍ତ କହିଥିଲେ।

କେନ୍ଦ୍ର ସରକାରଙ୍କ ୩ ବିବାଦୀୟକ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀମାନେ ୨୦୨୦ ନଭେମ୍ବର ୨୬ରୁ ଦିଲ୍ଲୀର ସିଙ୍ଘୁ, ଟିକ୍ରି ଏବଂ ଗାଜିପୁର ସୀମାରେ ଆନ୍ଦୋଳନ ଚଳାଇ ଆସୁଛନ୍ତି। ଏହି ଆନ୍ଦୋଳନବେଳେ ୭୦୦ରୁ ଊର୍ଦ୍ଧ୍ୱ ଚାଷୀଙ୍କ ଜୀବନ ଯାଇଥିବା କୃଷକ ସଂଗଠନ ପକ୍ଷରୁ ଅଭିଯୋଗ କରାଯିବା ସହ ସେମାନଙ୍କ ପରିବାରକୁ ସରକାର ଆର୍ଥତ୍କ ସହାୟତା ଯୋଗାଇଦେବା ଲାଗି ଦାବି ହୋଇଆସୁଛି। ମୁଖ୍ୟତଃ ଖରାପ ପାଗ, ଅସ୍ବାସ୍ଥ୍ୟକର ପରିବେଶରେ ଅସୁସ୍ଥଙ୍କ ସଂସ୍ପର୍ଶରେ ଆସିବା ଏବଂ ଆତ୍ମହତ୍ୟାରେ ଚାଷୀଙ୍କ ଜୀବନ ଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri