Posted inଜାତୀୟ

ପରସ୍ପରଠାରୁ ଆମର ଅନେକ କିଛି ଶିଖିବାକୁ ଅଛି: ଚନ୍ଦ୍ରଚୂଡ…

ନୂଆଦିଲ୍ଲୀ,୨୩।୯ : ଅନ୍ତର୍ଜାତୀୟ ଆଇନ ସମ୍ମିଳନୀ ୨୦୨୩ର ଉଦଘାଟନୀ ସମାରୋହରେ ଯୋଗଦେଇ ଭାରତର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ ଶନିବାର କହିଛନ୍ତି ଆମର ପ୍ରତ୍ୟେକଙ୍କର ଭିନ୍ନ ଭିନ୍ନ ଦୃଷ୍ଟିକୋଣ, ଅଧିକାର ଅଛି। ପରସ୍ପରଠାରୁ ଆମକୁ ଅନେକ କିଛି ଶିଖିବାକୁ ହେବ।

ସେ କହିଛନ୍ତି, ଏହା ଭାବିବା ଅତ୍ୟନ୍ତ ଉପଯୋଗୀ ଗୋଟିଏ ଦିନ ଆସିବ ଯେତେବେଳେ ଆମେ ସଠିକ ସମାଧାନ ପାଇବୁ ଏବଂ ନ୍ୟାୟ ପ୍ରଦାନରେ କୌଣସି ଆହ୍ବନ ରହିବ ନାହିଁ। ଜ୍ଞାନ ବାଣ୍ଟିବା ହେଉଛି ଏକ ଦ୍ୱିପାକ୍ଷିକ ରାସ୍ତା।

ବିଭିନ୍ନ ପ୍ରସଙ୍ଗରେ ଅର୍ଥପୂର୍ଣ୍ଣ କଥାବାର୍ତ୍ତା ଏବଂ ଆଲୋଚନା ପାଇଁ ଏକ ପ୍ଲାଟଫର୍ମ ଯୋଗାଇବା ଏବଂ ଆଇନଗତ ପ୍ରସଙ୍ଗରେ ଆନ୍ତର୍ଜାତୀୟ ସହଯୋଗ ଏବଂ ବୁଝାମଣାକୁ ମଜବୁତ କରିବା ଏହି ସମ୍ମିଳନୀର ଉଦ୍ଦେଶ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

ସୁନା ବିକି ନୂଆ ଫୋନ୍‌ କିଣୁଛନ୍ତି ଗ୍ରାହକ

ନୂଆଦିଲ୍ଲୀ,୧୯ା୯: ଆପଲ କମ୍ପାନୀ ପ୍ରସ୍ତୁତ ନୂଆ ଆଇଫୋନ୍‌ ୧୮ ସିରିଜ୍‌ର ବିକ୍ରି ଆନୁଷ୍ଠାନିକ ଭାବେ ଶୁକ୍ରବାର ଆରମ୍ଭ ହୋଇଛି। ନିକଟରେ ଏହି ଫୋନ୍‌ର ବିକ୍ରି ଏବଂ ଫିଚର…

ଦିଲ୍ଲୀରେ ନାବାଳିକାଙ୍କୁ ଗଣବଳାତ୍କାର, ଅଟୋରିକ୍ସା ଭିତରେ ମଦ୍ୟପାନ କରି…

ନୂଆଦିଲ୍ଲୀ,୧୯ା୯: ରାଜଧାନୀ ନୂଆଦିଲ୍ଲୀରେ ପୁଣି ଏକ ଭୟଙ୍କର ଓ ନୃଶଂସ ଅପରାଧ ସାମ୍ନାକୁ ଆସିଛି। ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ପରେ ଛୁରିରେ ଭୁସି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?