ଟ୍ରେନ୍‌ ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡିଛି: ରେଳ ମନ୍ତ୍ରୀ

ବାଲେଶ୍ୱର,୪।୬:ବାଲେଶ୍ୱର ବାହାନଗା ଦୁର୍ଘଟଣାର କାରଣ ଜଣାପଡିଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବେଷ୍ଣବ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଇଲୋକ୍ଟ୍ରନିକ୍‌ ଇଣ୍ଟରଲକିଂ ସିଷ୍ଟମରେ ତ୍ରୁଟି ଯୋଗୁ ଏପରି ଦୁର୍ଘଟଣା ଘଟିଛି। କବଚ ସହିତ ଏହି ଦୁର୍ଘଟଣା ସହ କୌଣସି ସମ୍ପର୍କ ନାହିଁ। ରେଳ ନିରାପତ୍ତା ବିଭାଗ କମିଶନର ଦୁର୍ଘଟଣାର କାରଣ ଯାଞ୍ଚ କରୁଛନ୍ତି। ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡିବ। ଏଥିସହ ଦୁର୍ଘଟଣାର ପ୍ରକୃତ ଦୋଷୀଙ୍କୁ ମଧ୍ୟ ଠାବ କରାଯାଇଛି। ବର୍ତ୍ତମାନ ଆମେ ପୁନରୁଦ୍ଧାର ଉପରେ ଗୁରୁତ୍ୱ ଦେଉଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri