ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ ଆସନରେ ଅବସରପ୍ରାପ୍ତ ସୈନିକ ସୁରେନ୍ଦ୍ର ଭୋଇ ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ଦେଖିବାକୁ ମିଳିଛି। ଦେଶ ସୁରକ୍ଷା ପାଇଁ ସୀମାରେ ସୈନିକ ଭାବେ କାର୍ଯ୍ୟ କରିବାର ସୁଯୋଗ ପାଇସାରିଛୁ। ଏବେ ଗାଁ ମାଟିର ସେବା କରିବା ପାଇଁ ପଞ୍ଚାୟତ ନିର୍ବାଚନରେ ଠିଆ ହେଇଥିବା ସୁରେନ୍ଦ୍ର ଭୋଇ କହିଛନ୍ତି। ଅନ୍ୟ ପଟେ ରାଜନୀତିରେ ନୂଆ ହେଲେ ବି ଜନସେବା ମୋ’ ପାଇଁ ନୂଆ ନୁହେଁ, ଜନସେବା ଉଦ୍ଦେଶ୍ୟରେ ନିର୍ବାଚନରେ ଠିଆ ହୋଇଛି ବୋଲି କହିଛନ୍ତି ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ମାସେ ବଢ଼ିବ ସର୍ବକ୍ଷମା ଯୋଜନା: କଟକ-ଭୁବନେଶ୍ୱରରେ ସର୍ବାଧିକ ଆବେଦନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଉନ୍ନୟନ କର୍ତ୍ତୃପକ୍ଷଙ୍କ ବିନା ଅନୁମୋଦନ କିମ୍ବା ଅନୁମୋଦନ ନେଇ ନିୟମ ଉଲ୍ଲଂଘନ କରି ଗଢିଉଠିଥିବା ବେଆଇନ ଆବାସିକ କୋଠାଘର, ବ୍ୟବସାୟିକ ଗୃହ ଏବଂ ଅଟ୍ଟାଳିକାଗୁଡିକୁ...

ଜାନୁୟାରୀ ପହିଲାରୁ ଡବଲ ହେଲ୍‌ମେଟ ଚେକିଂ କଡ଼ାକଡ଼ି

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍‌ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍‌ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍‌ମେଟ ପିନ୍ଧି...

କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି: ମୁଖ୍ୟ ଶାସନ ସଚିବଙ୍କୁ ଛାତ୍ର ବିଜେଡିର ଦାବିପତ୍ର

ଭବାନୀପାଣା,୨୯।୧୧(ଡି.ଏନ୍‌.ଏ.): ଭବାନୀପାଟଣା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳିବା ପରେ ବର୍ତ୍ତମାନ କଳାହାଣ୍ଡି ଜିଲାରେ କୃଷି ବିଶ୍ୱବିଦ୍ୟାଳୟ ସ୍ଥାପନ ଦାବି ଜୋର ଧରିଛି।...

ଦିବାଧ୍ୟାୟୀ ଛାତ୍ରୀଛାତ୍ରଙ୍କୁ ମିଳୁନି ମଧ୍ୟାନ୍ନ ଭୋଜନ ଚାଉଳ

ଦାରିଙ୍ଗବାଡ଼ି,୨୪।୪(ଡି.ଏନ.ଏ)- ଲକ୍‌ଡାଉନ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ବନ୍ଦ ରହିଛି। ଏପ୍ରିଲ ଠାରୁ ଜୁନ୍‌...

ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ...

ପର୍ଯ୍ୟଟକଙ୍କ ପାଇଁ ଆରମ୍ଭ ହେଲା ‘ନିମନ୍ତ୍ରଣ’

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ୪୨ତମ ପ୍ରତିଷ୍ଠା ଦିବସ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖାଣ୍ଟି ଓଡ଼ିଆ ବ୍ୟଞ୍ଜନ...

କଂଗ୍ରେସର କୋଭିଡ୍‌ ଆକ୍ସନ ଗ୍ରୁପ୍‌

ଢେଙ୍କାନାଳ ଅଫିସ, ୧୭।୪ – କରୋନା ବିରୋଧୀ ଲଢ଼େଇରେ ସାମିଲ ହୋଇଛି ଢେଙ୍କାନାଳ ଜିଲା କଂଗ୍ରେସ। ପ୍ରଦେଶ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ଦଳପକ୍ଷରୁ ଜିଲାସ୍ତରୀୟ କୋଭିଡ୍‌-୧୯...

ଛୁଇଁଲେ, ଅନୁଭବ କଲେ…

ଭୁବନେଶ୍ୱର,୨୩୭(ବ୍ୟୁରୋ) : କୋଣାର୍କ ସୂର୍ଯ୍ୟ ମନ୍ଦିରର ପଥରର ଭାଷାକୁ ବୁଝିବାକୁ ଦେଶ ବିଦେଶରୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବାବେଳେ ପ୍ରଥମଥର ପାଇଁ କୋଣାର୍କର ସୌନ୍ଦର୍ଯ୍ୟକୁ ଉପଭୋଗ କରିଛନ୍ତି...

Advertisement
Archives

Model This Week