ଦେଶ ସୁରକ୍ଷା ପାଇଁ କାମ କରିଛୁ, ଏବେ କରିବୁ ଗାଁ ମାଟିର ସେବା

କର୍ଲାମୁଣ୍ଡା,୩୦ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ପଞ୍ଚାୟତ ନିର୍ବାଚନରେ ଅନେକ ପୁରୁଣା ମୁହଁ ପ୍ରାର୍ଥୀ ହୋଇଥିବା ବେଳେ ବ୍ଲକର ସରଗୁଲ ମାଲପଡ଼ା ପଞ୍ଚାୟତରେ ସମିତିସଭ୍ୟ ପଦବୀ ପାଇଁ ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ ଓ କର୍ଲାମୁଣ୍ଡା ପଞ୍ଚାୟତରେ ସମିତିସଭ୍ୟ ଆସନରେ ଅବସରପ୍ରାପ୍ତ ସୈନିକ ସୁରେନ୍ଦ୍ର ଭୋଇ ନିର୍ବାଚନ ମୈଦାନକୁ ଓହ୍ଲାଇଥିବା ଦେଖିବାକୁ ମିଳିଛି। ଦେଶ ସୁରକ୍ଷା ପାଇଁ ସୀମାରେ ସୈନିକ ଭାବେ କାର୍ଯ୍ୟ କରିବାର ସୁଯୋଗ ପାଇସାରିଛୁ। ଏବେ ଗାଁ ମାଟିର ସେବା କରିବା ପାଇଁ ପଞ୍ଚାୟତ ନିର୍ବାଚନରେ ଠିଆ ହେଇଥିବା ସୁରେନ୍ଦ୍ର ଭୋଇ କହିଛନ୍ତି। ଅନ୍ୟ ପଟେ ରାଜନୀତିରେ ନୂଆ ହେଲେ ବି ଜନସେବା ମୋ’ ପାଇଁ ନୂଆ ନୁହେଁ, ଜନସେବା ଉଦ୍ଦେଶ୍ୟରେ ନିର୍ବାଚନରେ ଠିଆ ହୋଇଛି ବୋଲି କହିଛନ୍ତି ଅବସରପ୍ରାପ୍ତ ସୈନିକ କୋଦଣ୍ଡ ସାହୁ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଭାସିଗଲେ ୫ ଛାତ୍ର: ୪ ଉଦ୍ଧାର, ଜଣେ ନିଖୋଜ

ବାଲିଆପାଳ,୧୮।୧୧(ସ୍ବ.ପ୍ର.): ବାଲେଶ୍ୱର ଜିଲା ଡଗରା ବେଳାଭୂମିରେ ଜାମୁସୁଳି କଲେଜର ୫ ଛାତ୍ର ଗାଧୋଉଥିବା ସମୟରେ ସୋମବାର ସମୁଦ୍ରରେ ଭାସି ଯାଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କୁ...

ଲକ୍‌ଡାଉନ୍‌ ନିୟମକୁ ଫୁ: ମାଛ ମାର୍କେଟରେ ଭିଡ଼

ପୁରୀ ଅଫିସ,୩୦ା୩: ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କରୋନା ଭାଇରସ୍‌ ମୁକାବିଲା ପାଇଁ ଏଭଳି ଏକ ପଦକ୍ଷେପ ନିଆଯାଇଛି। ପୁରୀ ଜିଲା...

ସୁରକ୍ଷାରେ ‘ଡ୍ରୋନ୍‌’ ସହାୟତା

ଢେଙ୍କାନାଳ ଅଫିସ,୨ା୩ – ଜଙ୍ଗଲ ନିଆଁ ରୋକିବାରେ ଡ୍ରୋନ୍‌ କରୁଛି ବଡ଼ ସହାୟତା। କେଉଁ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି ତାହାର ଫଟୋ ଉଠାଇ ପଠାଉଛି ବନ...

ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କରିବାକୁ ନୂଆ ପଦକ୍ଷେପ: କର୍ମଚାରୀଙ୍କ ପାଇଁ ହେବ ପରିଚୟ ପତ୍ର, ଲାଗିବ ସିସିଟିଭି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶିକାର ହେଉଛନ୍ତି। ଏପରିକି ରାଜ୍ୟ ସରକାର ଡିଜିପିଙ୍କୁ ନିର୍ଦ୍ଦେଶ ଦେବା ପରେ...

୩ ମାସ ଜଳିଲାନି ୨ ଲକ୍ଷ ଟଙ୍କାର ହାଇମାଷ୍ଟ ଲାଇଟ୍‌

ତିର୍ତ୍ତୋଲ,୯ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ପୋରଗଦେଇ ପଞ୍ଚାୟତ ଯୋଗଣିଆ ଛକରେ ଗତ ନଭେମ୍ବର ମାସ ୨୮ ତାରିଖରେ ୨ଲକ୍ଷ ଟଙ୍କା ବ୍ୟୟରେ ଏକ ହାଇମାଷ୍ଟ ଲାଇଟ୍‌ ଲାଗିଥିଲା।...

କଂଗ୍ରେସ ପଦଯାତ୍ରାରେ ଭକ୍ତ ଦାସଙ୍କ ଘୋଷଣା: ଆଉ ନିର୍ବାଚନ ଲଢ଼ିବିନି

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଆଉ ନିର୍ବାଚନ ଲଢ଼ିବେ ନାହିଁ କଂଗ୍ରେସ ନେତା ଭକ୍ତ ଦାସ। ବୁଧବାର କଂଗ୍ରେସର ପଦଯାତ୍ରା ଅବସରରେ ସେ ଏହା ଘୋଷଣା କରିଛନ୍ତି। ସେ କହିଛନ୍ତି,...

ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ

କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା...

କମୁନି ସଂକ୍ରମଣ: ରାଜ୍ୟରେ ଆଜି ୧୧,୦୯୯ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୦୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୨୧୪ ଜଣ...

Advertisement
Archives

Model This Week