Posted inଜାତୀୟ

ଜନାଦେଶକୁ ଆମେ ନମ୍ରତାର ସହ ଗ୍ରହଣ କରୁଛୁ:ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ଛତିଶଗଡ, ରାଜସ୍ଥାନ ଏବଂ ତେଲଙ୍ଗାନାର ନିର୍ବାଚନ ଫଳାଫଳ ଉପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ରାହୁଲ ଗାନ୍ଧୀ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ମଧ୍ୟପ୍ରଦେଶ, ଛତିଶଗଡ ଏବଂ ରାଜସ୍ଥାନର ଜନାଦେଶକୁ ଆମେ ନମ୍ରତାର ସହ ଗ୍ରହଣ କରୁଛୁ – ଆଦର୍ଶ ସଂଗ୍ରାମ ଜାରି ରହିବ। ମୁଁ ତେଲଙ୍ଗାନାର ଲୋକଙ୍କ ନିକଟରେ ବହୁତ କୃତଜ୍ଞ – ଆମେ ନିଶ୍ଚିତ ଭାବେ ପ୍ରଜାଳୁ ତେଲେଙ୍ଗାନା କରିବାର ପ୍ରତିଶ୍ରୁତି ପୂରଣ କରିବୁ। ସମସ୍ତ କାର୍ଯ୍ୟକର୍ତ୍ତାମାନଙ୍କୁ ସେମାନଙ୍କର ପରିଶ୍ରମ ଏବଂ ସମର୍ଥନ ପାଇଁ ହୃଦୟରୁ ଧନ୍ୟବାଦ।
ରାଜସ୍ଥାନ ଏବଂ ଛତିଶଗଡ଼ରେ କଂଗ୍ରେସ କ୍ଷମତା ହରାଇଥିବାବେଳେ ମଧ୍ୟପ୍ରଦେଶରେ ଲୋକମାନେ ପୁଣି ଥରେ ଭାଜପାକୁ ସୁଯୋଗ ଦେଇଛନ୍ତି। ଏଥି ସହିତ ତେଲଙ୍ଗାନାରେ କଂଗ୍ରେସ ଏକ ବମ୍ପର ବିଜୟ ଆଡକୁ ଗତି କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri