୧୦ ହଜାର ରୁଷିଆ ସୈନ୍ୟଙ୍କୁ ମାରିଛୁ…

କ୍ୱିଭ୍‌, ୫।୩ : ରୁଷିଆ ଆକ୍ରମଣ ସତ୍ତ୍ୱେ ୟୁକ୍ରେନ୍‌ ହାର୍‌ ମାନିବାକୁ ନାରାଜ। ଏପରିସ୍ଥଳେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି ଯେ, ଆମେ ୧୦ ହଜାର ରୁଷିଆ ସୈନ୍ୟଙ୍କୁ ମାରିଛୁ। ବହୁ ସୈନ୍ୟଙ୍କୁ ଯୁଦ୍ଧବନ୍ଦୀ ମଧ୍ୟ କରାଯାଇଛି। ୟୁକ୍ରେନ୍‌ବାସୀ ଆକ୍ରମଣର ଉଚିତ ଜବାବ୍‌ ଦେବାରେ ଲାଗିଛନ୍ତି। ମାତୃଭୂମି ପାଇଁ ସେମାନେ ପ୍ରାଣ ଦେବାକୁ ଅଧିକ ପସନ୍ଦ କରୁଛନ୍ତି ବୋଲି ଜେଲେନସ୍କି କହିଛନ୍ତି।

ୟୁକ୍ରେନ୍‌ ସୈନ୍ୟ ରୁଷିଆର ୩୯ ବିମାନ, ୪୦ ହେଲିକପ୍ଟର, ୨୬୯ ଟ୍ୟାଙ୍କ୍‌, ୬୦ ସିଷ୍ଟ୍ରେନ୍‌, ୩ ୟୁଏଭି, ୯୪୫ ଯୁଦ୍ଧଯାନ, ୧୦୫ ତୋପ, ୫୦ ଏମ୍‌ଏଲଆରଏସ୍‌, ୪୦୯ ଯାନ, ୨ ଯୁଦ୍ଧପୋତ, ୧୯ ଆଣ୍ଟି ଏୟାରକ୍ରାଫ୍ଟ ସିଷ୍ଟମକୁ ଧ୍ୱଂସ କରିଛନ୍ତି ବୋଲି ଜେଲେନସ୍କି ସୂଚନା ଦେଇଛନ୍ତି। ରୁଷିଆ ସୈନ୍ୟଙ୍କ ମୁକାବିଲା କରୁଥିବା ୟୁକ୍ରେନ୍‌ବାସୀଙ୍କୁ ସେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ କ୍ଷେତ୍ରକୁ ଯିବା ପୂର୍ବରୁ ଝିଅକୁ ଆଲିଙ୍ଗନ କରି ଭାବପ୍ରବଣ ହେଉଛନ୍ତି ୟୁକ୍ରେନ୍ ଯବାନ: ଭିଡିଓ ଭାଇରାଲ

କ୍ୱିଭ୍‌,୨୫ ।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦ୍ୱାରା ଯୁଦ୍ଧ ଘୋଷଣା ହେବା ପରେ ଗୁରୁବାର ଅର୍ଥାତ୍ ୨୪ ଫେବୃୟାରୀରେ ରୁଷିଆ ପ୍ରଥମେ ୟୁକ୍ରେନ ଉପରେ...

ସ୍କୁଲ ଖୋଲିବା ପରେ ବେକାକୁ ହେଉଛି କରୋନା, ସାତ ଦିନରେ ୧.୪୧ ଲକ୍ଷ ସଂକ୍ରମିତ

ୱାଶିଂଟନ,୨୫ ।୧୧: କରୋନା ମହାମାରୀ ଦ୍ୱାରା ପ୍ରଭାବିତ ହୋଇଥିବା ଆମେରିକାରେ ଏବେ ଏହି ମହାମାରୀ ଶିଶୁଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରୁଥିବା ଜଣାପଡିଛି । ଭାଇରସର...

ଦୁର୍ଗା ଟୁଇଟ୍‌କୁ ନେଇ ଫସିଲେ ହାରିସ୍‌

ଓ୍ବାଶିଂଟନ,୨୩ା୧୦:ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଖେଇ ଆସୁଥିବାବେଳେ ସେଠାରେ ଥିବା ହିନ୍ଦୁ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ ଉଭୟ ରିପବ୍ଲିକାନ ଓ ଡେମୋକ୍ରାଟିକ୍‌ ପାର୍ଟି ପକ୍ଷରୁ ଜୋର୍‌ଦାର...

ଡ୍ରାଗନର ଦାଦାଗିରି: ଦକ୍ଷିଣ ଚାଇନା ସାଗରରେ ଆମେରିକାର ପରମାଣୁ ଜାହାଜ ଉପରେ ଆକ୍ରମଣ

ୱାଶିଂଟନ,୮ ।୧୦: ଦକ୍ଷିଣ ଚାଇନା ସାଗରରେ ଆମେରିକା ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ବେଳକୁ ବେଳ ବଢିବାରେ ଲାଗିଛି । ଅନ୍ୟପଟେ ତାଇୱାନ ମାମଲାରେ...

ଶପଥ ଗ୍ରହଣ ପୂର୍ବରୁ ମୋଦିଙ୍କୁ ସମାଲୋଚନା କଲା ପାକିସ୍ତାନ ଗଣମାଧ୍ୟମ

ଇସଲାମାବାଦ,୩୦।୫: ଗୋଟିଏ ପଟେ ନରେନ୍ଦ୍ର ମୋଦି ଗୁରୁବାର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ଥିବା ବେଳେ ଅନ୍ୟପଟେ ଏହାକୁ ନେଇ ପାକିସ୍ତାନରେ ଚାଲିଛି...

ଟ୍ରମ୍ପଙ୍କ ନିର୍ବାଚନ ପ୍ରଚାରରେ ମୋଦି

ଓ୍ବାଶିଂଟନ,୨୩।୮: ଆମେରିକାରେ ୨୦ ଲକ୍ଷରୁ ଅଧିକ ପ୍ରଭାବଶାଳୀ ଭାରତୀୟ-ଆମେରିକୀୟଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ଚେଷ୍ଟା କରୁଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପ୍ରଥମ କରି...

ଇରାକ୍‌-ସିରିଆରେ ଅଛନ୍ତି ୧୮ ହଜାର ଆଇଏସ୍‌ ଆତଙ୍କବାଦୀ: ଆମେରିକା

ଓ୍ବାଶିଂଟନ,୭।୮: ଇରାକ୍‌-ସିରିଆରେ ୧୮ ହଜାର ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ରହିଥିବା ଆମେରିକା କହିଛି। ସେମାନଙ୍କ ମଧ୍ୟରେ ୩ ହଜାର ବିଦେଶୀ ଆତଙ୍କବାଦୀ ମଧ୍ୟ ରହିଛନ୍ତି ବୋଲି...

ରୁଷିଆର ଆର୍ଥିକ ସ୍ଥିତି ସଙ୍କଟରେ, ୧୧୬ କୁବେରଙ୍କର ୧୨୬ ଶହ କୋଟି ଡଲାର କ୍ଷତି …

ମସ୍କୋ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହା ଯୋଗୁ ରୁଷିଆର ଆର୍ଥିକ ସ୍ଥିତି ସଙ୍କଟ ଦେଇ ଗତି କରୁଛି। ଦେଶର...

Advertisement
Archives

Model This Week