Posted inଜାତୀୟ

ଡ୍ରଗ୍ସ ବିରୋଧରେ ଏକଜୁଟ ହୋଇ ଲଢ଼ିବାକୁ ପଡ଼ିବ: ଶାହା…

ନୂଆଦିଲ୍ଲୀ,୨୧।୧୨ : ଲୋକସଭାରେ ଡ୍ରଗ୍ସ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଡ୍ରଗ୍ସ ଦେଶ ପାଇଁ ଏକ ଗୁରୁତର ସମସ୍ୟା। ଡ୍ରଗ୍ଟ ବିରୋଧରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଠୋର ନୀତି ଆପଣାଇଛନ୍ତି। ଡ୍ରଗ୍ସ ସମ୍ବନ୍ଧରେ କୌଣସି ରାଜନୀତି ହେବା ଉଚିତ ନୁହେଁ।

ଡ୍ରଗ୍ସ ଉପରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି। ଦେଶକୁ ଡ୍ରଗ ମୁକ୍ତ କରିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ସଂକଳ୍ପ। ଶାହା କହିଛନ୍ତି ଯେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଡ୍ରଗ୍ସ ବିରୋଧରେ ଏକଜୁଟ ହୋଇ ଲଢ଼େଇ କରିବାକୁ ପଡ଼ିବ। ସୀମା, ବନ୍ଦର ଏବଂ ବିମାନବନ୍ଦର ମାଧ୍ୟମରେ ଡ୍ରଗ୍ସର ପ୍ରବେଶକୁ ବନ୍ଦ କରିବା ଆବଶ୍ୟକ।

ଆୟକର ବିଭାଗ, ଏନସିବି ଏବଂ ନିଶା ନିବାରଣ ଏଜେନ୍ସିଗୁଡ଼ିକୁ ମିଳିତ ଭାବେ ଡ୍ରଗ କାରବାର ବିରୋଧରେ କାର୍ଯ୍ୟ କରିବା ଲାଗି ଯୋଜନା ପ୍ରସ୍ତୁତ କରିବା ଅପରିହାର୍ଯ୍ୟ। ଆମ ଦେଶରେ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଦେଶମାନେ ଡ୍ରଗ୍ସରୁ ମିଳୁଥିବା ଲାଭକୁ ସମାନ ଭାବରେ ବ୍ୟବହାର କରୁଛନ୍ତି। ଏପରିକି ଏହି କଳାଧନର ଉପସ୍ଥିତି ଆମ ଅର୍ଥନୀତିକୁ ଧୀରେ ଧୀରେ ଫମ୍ପା କରିଦିଏ।


Enter your email to get our daily news in your inbox.

All Right Reserved By Dharitri.Com

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri