‘ଆମକୁ ବିଶ୍ୱସ୍ତରୀୟ ସମାଧାନ କରିବାକୁ ହେବ’

ଜର୍ଜଟାଉନ୍‌,୨୨ା୪: ୪ର୍ଥ ଭାରତ-କ୍ୟାରିକମ୍‌ ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଯୋଗ ଦେଇଥିଲେ। ସେ ମଧ୍ୟ ଏହି ସଭାର ସହ-ସଭାପତିତ୍ୱ କରିଥିଲେ। ଏହି ବୈଠକରେ ସେ ଜଳବାୟୁ ପରିବର୍ତ୍ତନ ମଧ୍ୟରେ ନବୀକରଣ ଯୋଗ୍ୟ ଶକ୍ତି କ୍ଷେତ୍ରରେ ସାମୁହିକ ଆଗ୍ରହର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଭାଷଣ ଦେବାବେଳେ ସେ କହିଥିଲେ ଯେ,ଶକ୍ତି, ବିଶେଷତଃ ଅକ୍ଷୟ ଶକ୍ତି ଆମର ସାମୁହିକ ହିତ।

ଏହି ବୈଠକରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ମଧ୍ୟ ବିଶ୍ୱ ପ୍ରସଙ୍ଗ ଉପରେ ଧ୍ୟାନ ଦେଇ କହିଥିଲେ, ଆମେ ବିଶ୍ୱସ୍ତରୀୟ ସମସ୍ୟା ଉପରେ ଧ୍ୟାନ ଦେବା ଉଚିତ। ଏଥିପାଇଁ ଏହା ମଧ୍ୟ ଦେଖାଯିବା ଉଚିତ ଯେ, ଆମେ କେମିତି ଏକାଠି ହୋଇ ସମାଧାନ କରିପାରିବା। ଜୟଶଙ୍କର କହିଛନ୍ତି, ଆମେ ଦକ୍ଷତା ବୃଦ୍ଧି, ବିକାଶ ନିଗମ, ସ୍ବାସ୍ଥ୍ୟ ଏବଂ ବିପର୍ଯ୍ୟୟ ପରିଚାଳନା ଉପରେ ଧ୍ୟାନ ଦେଉଛୁ। ଅନୁଦାନ ଆଧାରରେ ଆମେ କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗଗୁଡ଼ିକୁ ସାହାଯ୍ୟ କରିବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…

ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ…

U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା

ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍‌ କ୍ରିକେଟ୍‌ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ…

ବଡ଼ ଦୁର୍ଘଟଣା: ଏକ ଲାଇଭ କାର୍ଯ୍ୟକ୍ରମର ଖବର ସଂଗ୍ରହ ସମୟରେ ଗଣମାଧ୍ୟମର ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ୩ ମୃତ ଦେଖନ୍ତୁ ଭିଡ଼ିଓ

ଲସ ଆଞ୍ଜେଲସ,୧୬।୯: ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। କାଲିଫର୍ନିଆର ଲସ ଆଞ୍ଜେଲସରେ ଏକ ମିଡିଆ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଚାଟ୍ସୱର୍ଥ (Chatsworth) ଅଞ୍ଚଳରେ…

ଶଙ୍ଖ ନଦୀରେ ଅଘଟଣ: ଗାଧୋଇବାବେଳେ ବୁଡ଼ିଗଲେ ୩ ନାବାଳିକା

କୁଆଁରମୁଣ୍ଡା, ୧୬।୯ (ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଅଞ୍ଚଳରେ ବୁଧବାର ସକାଳେ ଏକ ହୃଦୟବିଦାରକ ଘଟଣା ଘଟିଛି। ଶଙ୍ଖ ନଦୀରେ ଗାଧୋଉଥିବାବେଳେ ବୁଡ଼ିଯାଇ…

ଶ୍ରୀମନ୍ଦିରରେ ଛୁଆଁ ମହାସ୍ନାନ ନୀତି: ରତ୍ନସିଂହାସନ ଉପରେ ଛୁଇଁ ଦେଲେ…

ପୁରୀ,୧୬।୯(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିରରେ ବୁଧବାର ଶ୍ରୀବିଗ୍ରହଙ୍କ ‘ଛୁଆଁ ମହାସ୍ନାନ’ ନୀତି ଅନୁଷ୍ଠିତ ହୋଇଛି। ଏହି କାରଣରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ ବିଳମ୍ବ ଦେଖିବାକୁ ମିଳିଛି। ମହାସ୍ନାନ ନୀତି…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?